ବ୍ୟବସାୟ ଓ ଅର୍ଥନୀତି

ଜାଣନ୍ତୁ ଆଜି କେତେ ରହିଛି ସୁନା ଓ ରୁପା ଦାମ୍‌

ପ୍ରତ୍ୟେକ ଦିନ ସୁନା ଦାମ୍‌ର ତାଜା ଅପଡେଟ୍‌ ଏଠାରେ ମିଳିବ। ଏଠାରେ ଆପଣ ଓଡିଶା ସମେତ ଦେଶର ପ୍ରମୁଖ ସହରର ସୁନା ଦାମ୍‌ ପ୍ରଥମେ ଜାଣିପାରିବେ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ  ୨୨ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ରହିଛି ୪୬, ୩୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୫୦,୫୧୦ ଟଙ୍କା ରହିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୭୭୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩୦ ଟଙ୍କା କମି ୪୯,୯୭୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୦,୫୧୦ ଟଙ୍କା ଓ ୪୬,୩୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୩୦୦ ଟଙ୍କା ଓ ୫୦,୫୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୩୦୯ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୧,୬୧୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୩୦୦ ଟଙ୍କା ଓ ୫୦,୫୧୦ ଟଙ୍କା ରହିଛି।

ଅନ୍ୟପଟେ ଆଜି ରୁପା ଦର କିନ୍ତୁ ବୃଦ୍ଧି ପାଇଛି। ରୁପା କିଲୋଗ୍ରାମ ପ୍ରତି ୪୦୦ ଟଙ୍କା ବଢ଼ି ୬୩,୪୦୦ ଟଙ୍କା ଥିବା ରେକର୍ଡ ହୋଇଛି।

Sonalisa

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

7 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

8 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

49 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago