ସୁନା ଓ ରୁପା କିଣିବା ପୂର୍ବରୁ ଜାଣି ରଖିନ୍ତୁ କେତେ ରହିଛି ଆଜିର ଦାମ୍‌

ପ୍ରତ୍ୟେକ ଦିନ ସୁନା ମୁଲ୍ୟରେ ଫ୍ରେସ୍‌ ଅପଡେଟ ଜାଣିବାକୁ ଚାହୁଁଥିଲେ ଆମର ଏ ପାଠ୍ୟକ୍ରମକୁ ନିଶ୍ଚୟ ପଢ଼ନ୍ତୁ। ଏଠାରେ ଆପଣ ଓଡିଶା ସମେତ ଦେଶର ପ୍ରମୁଖ ସହରର ସୁନା ଦାମ୍‌ ପ୍ରଥମେ ଜାଣିପାରିବେ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ରହିଛି ୪୬,୨୫୦ ଟଙ୍କା। ସେହିପରି ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୫୦,୪୬୦ ଟଙ୍କା ରହିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୯୨୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦,୧୩୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୨୫୦ ଟଙ୍କା ଓ ୫୦,୪୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୨୫୦ ଟଙ୍କା ଓ ୫୦,୪୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୫୯୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୧,୯୨୫ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୨୫୦ ଟଙ୍କା ଓ ୫୦,୪୬୦ ଟଙ୍କା ରହିଛି।

ଅନ୍ୟପଟେ ଆଜି ରୁପା ଦର କିନ୍ତୁ ବୃଦ୍ଧି ପାଇଛି। ରୁପା କିଲୋଗ୍ରାମ ୬୪,୪୦୦ ଟଙ୍କା ଥିବା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.