Below header

ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ସୁନା ଦାମ୍‌

ସ୍ଥିର ରହିଛି ସୁନା ଦର। ଗତକାଲି ତୁଳନାରେ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୫୧୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୫୧୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ସେହିଭଳି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୮୧୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୦୬୦ଟଙ୍କା ଛୁଇଁଛି।

Gold prices in India move to premium despite record high rates

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୫୧୦ ଟଙ୍କା ଓ ୫୦,୫୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୨୯୦ ଟଙ୍କା ଓ ୫୩,୭୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬, ୮୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୦୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯, ୮୧୦ ଟଙ୍କା ଓ ୫୧,୩୧୦ ଟଙ୍କା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.