ବ୍ୟବସାୟ ଓ ଅର୍ଥନୀତି

ଲଗାତାର କିଛି ଦିନ ସୁନା କମିବା ପରେ ପୁଣି ବଢିଲା ସୁନା, ଜାଣନ୍ତୁ କେତେ ରହିଛି ଆପଣଙ୍କ ସହରରେ ଦାମ୍‌

ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ସୁନା ଭାରତୀୟ ବଜାରରେ କେତେକ ସ୍ଥାନରେ ସ୍ଥିର ରହିଥିବା ବେଳେ କେତେକ ସ୍ଥାନରେ ସାମାନ୍ୟ ବୃଦ୍ଧି ଘଟିଥିବା ଲକ୍ଷ୍ୟ କରାଯାଇଛି । କେତେକ ସ୍ଥାନରେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦୭୬୦ ଟଙ୍କାରେ ପହଁଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧୭୬୦ ଟଙ୍କାରେ ପହଁଚିଥିବା ନେଇ ରେକର୍ଡ ହୋଇଛି । ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ମୂଲ୍ୟରେ ଅତି ସାମାନ୍ୟ ପରିବର୍ତ୍ତନ ଆସିଥିବା ରେକର୍ଡ ହୋଇଛି । ଆର୍ଥିକ ରାଜଧାନୀ ମୁମ୍ବାଇରେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ଦାମ୍ ୫୦୭୬୦ ଟଙ୍କାରେ ପହଁଚିଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧୭୬୦ ଟଙ୍କାରେ ସ୍ଥିର ରହିଥିବା ନେଇ ରେକର୍ଡ ହୋଇଛି । ସେପଟେ ରାଜଧାନୀ ଦିଲ୍ଲୀରେ ଉଭୟ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ଦର ୫୦ ହଜାର ୪୧୦ ଟଙ୍କା ଓ ୫୫୦୧୦ ଟଙ୍କା ଥିବା ନେଇ ଜଣାଯାଇଛି ।

ଦକ୍ଷିଣ ଭାରତ ସହର ଚେନ୍ନାଇରେ ୨୨ କ୍ୟାରେଟ ଦର ୪୯୭୩୦ ଟଙ୍କା ଓ ୨୪ କ୍ୟାରେଟ ଦର ୫୪୨୧୦ ଟଙ୍କା ପହଁଚିଥିବା ନେଇ ଜଣାଯାଇଛି । ଓଡିଶା ରାଜଧାନୀ ଭୁବନେଶ୍ୱରରେ ବି ଏହି ମୂଲ୍ୟବାନ ଧାତୁ ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଆସିଛି । ସହରରେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯୭୩୦ ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୪, ୨୧୦ ଟଙ୍କାରେ ପହଁଚିଥିବା ରେକର୍ଡ ହୋଇଛି । ସେପଟେ ଅନ୍ୟତମ ମୂଲ୍ୟବାନ ଧାତୁ ରୁପା ଦର କିଲୋଗ୍ରାମ ପ୍ରତି ୬୬୩୬୦ ଟଙ୍କା ଥିବା ନେଇ ରେକର୍ଡ ହୋଇଛି ।

Swagatika

Recent Posts

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

24 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

31 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

2 hours ago

ଯେକୌଣସି ବୟସରେ ଦାନ୍ତ ଉଠାଇ ପାରିବେ ଆପଣ, ଆସୁଛି ନୂଆ ମେଡିସିନ୍‌

ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…

2 hours ago

ଖୋର୍ଦ୍ଧା ଜେଲ୍ ପାଲଟିଛି ବ୍ରାଉନସୁଗର କାରବାରର ନୂଆ ଠିକଣା

ଖୋର୍ଦ୍ଧା(କେନ୍ୟୁଜ): ଖୋର୍ଦ୍ଧା ସହରକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ ଯାଆସ । ଏତେ ଲୋକଙ୍କ ଭିଡ ଭିତରେ ଏଠି କେମିତି ଚାଲିଛି…

3 hours ago

୧୦୮ ସୁବାସିତ ଜଳରେ ସ୍ନାନ କରୁଛନ୍ତି ଦାରୁ ଦିଅଁ, ବର୍ଷାରେ ଭିଜି ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ପୁରୀ (କେନ୍ୟୁଜ) : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆଜି ସ୍ନାନ ବେଦୀରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ…

3 hours ago