ବ୍ୟବସାୟ ଓ ଅର୍ଥନୀତି

ଦିନକୁ ଦିନ ବଢିବାରେ ଲାଗିଛି ସୁନା ଦାମ୍‌, ଜାଣନ୍ତୁ ଆଜି ପୁଣି କେତେ ବଢିଲା ସୁନା

ଭାରତୀୟ ବଜାରରେ କିଛି କିଛି ସ୍ଥାନରେ ସ୍ଥିର ରହିଥିବା ବେଳେ କିଛି କିଛି ସ୍ଥାନରେ ଅତି ସାମାନ୍ୟ ପରିବର୍ତ୍ତନ ଆସିଥିବା ଜଣାଯାଇଛି । କିଛି ସ୍ଥାନରେ ସୁନାର ଦାମ୍ ବଢିଥିବା ବେଳେ ଆଉ କେତେକ ସ୍ଥାନରେ ସ୍ଥିର ରହିଛି। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୫୪, ୮୧୦ ଟଙ୍କାରେ ପହଁଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ସମାନ ଭାବେ ୫୪, ୮୦୦ ଟଙ୍କାରେ ପହଁଚିଥିବା ରେକର୍ଡ ହୋଇଛି । ସେପଟେ ଓଡିଶା ରାଜଧାନୀ ଭୁବନେଶ୍ୱରରେ ବି ଏହି ମୂଲ୍ୟବାନ ଧାତୁ ମୂଲ୍ୟ ସାମାନ୍ୟ ବୃଦ୍ଧି ପାଇ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ଯଥାକ୍ରମେ ୫୮, ୩୩୦ ଟଙ୍କା ଓ ୫୩, ୫୨୦ ଟଙ୍କାରେ ପହଁଚିଥିବା ରେକର୍ଡ ହୋଇଛି ।

ସେହିପରି ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ମୂଲ୍ୟରେ ସାମାନ୍ୟ ଧରଣର ବୃଦ୍ଧି ଘଟିଥିବା ଲକ୍ଷ୍ୟ କରାଯାଇଛି । ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ୨୪କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ଯଥାକ୍ରମେ ୫୪, ୮୧୦ ଟଙ୍କା ଓ ୫୩, ୮୧୦ ଟଙ୍କା ଥିବା ବେଳେ ଦିଲ୍ଲୀରେ ଏହି ମୂଲ୍ୟ ଯଥାକ୍ରମେ ୫୫, ୩୬୦ ଟଙ୍କା ଓ ୫୪, ୧୬୦ ଟଙ୍କା ଥିବା ରେକର୍ଡ ହୋଇଛି ।

ସେପଟେ ଦକ୍ଷିଣ ଭାରତ ସହର ଚେନ୍ନାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ଦର ଯଥାକ୍ରମେ ୫୮, ୩୩୦ ଟଙ୍କା ଓ ୫୩, ୫୨୦ ଟଙ୍କା ଥିବା ବେଳେ କୋଲକାତା ସହରରେ ଏହି ଦର ୫୩, ୯୧୦ ଟଙ୍କା ଓ ୫୨, ୫୧୦ ଟଙ୍କାରେ ସ୍ଥିର ଥିବା ଜଣାଯାଇଛି ।

Swagatika

Recent Posts

ପୁଣେ ପୋର୍ସେ କାର ଦୁର୍ଘଟଣା ମାମଲା: ନାବାଳକ ଅଭିଯୁକ୍ତର ମା’ ଗିରଫ, ରକ୍ତ ନମୁନା ବଦଳାଇଥିବା ଅଭିଯୋଗ

ପୁଣେ ପୋର୍ସେ କାର୍ ଦୁର୍ଘଟଣା ମାମଲାରେ ନାବାଳକଙ୍କ ମା’ଙ୍କୁ ଗିରଫ କରିଛି ପୋଲିସ । ଅଭିଯୁକ୍ତ ନାବାଳକ ମା' ଶିବାନୀ…

1 min ago

ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି, ଉପକୂଳରେ ଅସହ୍ୟ ହେଉଛି ଗୁଳୁଗୁଳି

କେନ୍ୟୁଜ୍‌: ଜଳୁଛି ପଶ୍ଚିମ, ସିଝୁଛି ଉପକୂଳ । ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି । ଆକାଶରୁ ହେଉଛି ଅଗ୍ନିବର୍ଷା ।…

26 mins ago

ଗ୍ରାହକଙ୍କୁ ଆଶ୍ୱସ୍ତି, ମାସ ଆରମ୍ଭରୁ କମିଲା ଗ୍ୟାସ୍‌ ସିଲିଣ୍ଡର ଦାମ୍‌

ଦେଶରେ ଲୋକସଭା ନିର୍ବାଚନର ଆଜି ଅନ୍ତିମ ପର୍ଯ୍ୟାୟ ମତଦାନ ଚାଲିଛି । ଭୋଟ ଚାଲିଥିବା ବେଳେ ଗ୍ରାହକଙ୍କୁ ଖୁସି କରିଦେଇଛନ୍ତି…

33 mins ago

ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ

କେନ୍ୟୁଜ୍‌: ସପ୍ତମ ତଥା ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ । ୫୭ଟି…

59 mins ago

ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ

ମୟୂରଭଞ୍ଜ(କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ । ସେଥିରେ ରହିଛି ମୟୂରଭଞ୍ଜ ଲୋକସଭା କ୍ଷେତ୍ର ଅଧୀନ, ଯଶୀପୁର,…

1 hour ago

ଆସନ୍ତୁ ଜାଣିବା ଆଜି କେଉଁ ସହରରେ କେତେ ରହିଛି ଡିଜେଲ ଓ ପେଟ୍ରୋଲ୍ ମୂଲ୍ୟ

ଆସନ୍ତୁ ଜାଣିବା ଆଜି କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ ଟଙ୍କା…

2 hours ago