ବ୍ୟବସାୟ ଓ ଅର୍ଥନୀତି

ଆଜି ପୁଣି ବଢିଲା ସୁନା ଦାମ୍ ? ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ଦାମ୍

ପୁଣି ବଢିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୨୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୨୪୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୦୦୦ ଟଙ୍କା ଓ ୫୦,୧୮୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୨୪୦ ଟଙ୍କା ଓ ୪୯,୨୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୧୫୦ ଟଙ୍କା ଓ ୫୨,୫୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୫୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୮୦୩ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୮୨୦ ଟଙ୍କା ଓ ୫୧,୫୨୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୬,୮୦୦ ଟଙ୍କା ଥିବା ରେକର୍ଡ ହୋଇଛି।

Swagatika

Recent Posts

ହାଇ କୋଲେଷ୍ଟ୍ରଲରେ ଚିନି ଏବଂ ଗୁଡ ମଧ୍ୟରୁ କେଉଁ ମିଠା ଖାଇବା ଉଚିତ, ଜାଣନ୍ତୁ ଏକ୍ସପର୍ଟଙ୍କ ମତ

ଆପଣମାନେ ତ ଜାଣିଥିବେ ମିଠା ଖାଇବା ପାଇଁ ଲୋକଙ୍କ ଇଚ୍ଛା କୌଣସି ସମୟରେ ମଧ୍ୟ ହୋଇପାରେ । ତେବେ ଯେତେବେଳେ…

3 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା, ୭ ଦିନ ଜାମିନ ଅବଧି ବୃଦ୍ଧି ଆବେଦନ ଖାରଜ

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା ଲାଗିଛି । କେଜ୍ରିଓ୍ଵାଲ କରିଥିବା ଜାମିନ ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବ…

40 mins ago

ମାଲକାନଗିରି: ଏନକାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି (କେନ୍ୟୁଜ): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ବର୍ଧେପାରା ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ ।…

42 mins ago

ଅଦ୍ୱିତୀୟ କାରିଗର ହରେକୃଷ୍ଣ ମହାରଣା, ଯାହାଙ୍କ ହାତର ସ୍ପର୍ଶରେ ମାଟି ମୂର୍ତ୍ତି ପାଉଛି ଜୀବନ୍ତ ରୂପ

ଆନନ୍ଦପୁର(କେନ୍ୟୁଜ୍): ମୂର୍ତ୍ତି ତିଆରିରେ ଲାଗିଛନ୍ତି କାରିଗର । ନିଜର ହାତର ସ୍ପର୍ଶରେ ମାଟିର ମୂର୍ତ୍ତିକୁ ଦେଉଛନ୍ତି ଜୀବନ୍ତ ରୂପ ।…

45 mins ago

କଣ ଭଲ ଫିଚର୍ସ ଜବରଦସ୍ତ ଲୁକ୍‌ ଥିବା ଫୋନ୍‌ କିଣିବାକୁ ଚାହୁଁଛନ୍ତି କି, ତାହେଲେ ଆସୁଛି OnePlus Ace 3 Pro

ଆସୁଛି ଓ୍ଵାନ୍‌ ପ୍ଲସର ଧମାକେଦାର ଫୋନ୍‌ । ଯଦି ଆପଣ ଓ୍ଵାନପ୍ଲସ୍‌ ଲଭର୍‌ ତାହେଲେ ଆପଣଙ୍କ ପାଇଁ ଖୁସି ଖବର…

52 mins ago

ଖୁବଶୀଘ୍ର ମାର୍କେଟକୁ ଆସିବ ମହିନ୍ଦ୍ରାର ଏହି ନୂଆ ଇଳେକ୍ଟ୍ରିକ୍‌ କାର, ମିଳିବ ବଢ଼ିଆ ଫିଚର

ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଭାରତୀୟ ବଜାରରେ ଏକ ନୂଆ ଇଲେକ୍ଟ୍ରିକ୍‌ କାର ଲଞ୍ଚ କରିବାକୁ ପ୍ରସ୍ତୁତ ହେଉଛି । ଏହି…

54 mins ago