ବ୍ୟବସାୟ ଓ ଅର୍ଥନୀତି

ସାମାନ୍ୟ ବଢିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ଦାମ୍‌

ସାମାନ୍ୟ ବଢିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୨୨୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୫୦, ୨୨୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୭୦୦ ଟଙ୍କା ଓ ୫୦,୯୫୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ ସାମାନ୍ଯ ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୨୨୦ ଟଙ୍କା ଓ ୫୦,୨୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୮୧୦ ଟଙ୍କା ଓ ୫୩,୨୪୦ଟଙ୍କା ରହିଛି। ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୧୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୪୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୫୫୦ ଟଙ୍କା ଓ ୫୨,୧୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ କିଲୋଗ୍ରାମ ପିଛା ୭୧,୩୦୦ ଟଙ୍କା ରହିଥିବା ରେକର୍ଡ ହୋଇଛି।

KNews Bureau

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

1 hour ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

4 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

4 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

5 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

7 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

7 hours ago