ଆଜି ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ବିଳମ୍ବ ନ କରି ଜଲଦି ଜାଣନ୍ତୁ ତାଜା ଅପଡେଟ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୧୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୫୩୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୮,୧୫୦ ଟଙ୍କା ଓ ୫୨,୫୩୦ ଟଙ୍କା ହୋଇଛି।

gold-1-1

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୭୫୦ ଟଙ୍କା ଓ ୫୧,୧୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୯୦୦ ଟଙ୍କା ଓ ୫୧,୨୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୭୫୦ ଟଙ୍କା ଓ ୫୧,୦୯୦ ଟଙ୍କା ରହିଛି ।

gold-2

ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ ସ୍ଥିର ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୮,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.