ଆଜି ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ବିଳମ୍ବ ନ କରି ଜଲଦି ଜାଣନ୍ତୁ ତାଜା ଅପଡେଟ

ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୦୫୦ ଟଙ୍କା ଓ ୬୦,୦୫୦ ଟଙ୍କା ହୋଇଛି।

କେନ୍ୟୁଜ (ବ୍ୟୁରୋ): ସୁନା କିଣିବାକୁ ଯଦି ମନବଳାଇଛନ୍ତି ତେବେ କିଣିବା ପୂର୍ବରୁ ନଜର ପକାନ୍ତୁ ଭାରତର ପ୍ରମୁଖ ସହର ଓ ଓଡିଶାରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୦୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୦୫୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୦୫୦ ଟଙ୍କା ଓ ୬୦,୦୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେ ଟ୍ ମୂଲ୍ୟ ୫୫,୦୫୦ ଟଙ୍କା ଓ ୬୦,୦୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୨୦୦ ଟଙ୍କା ଓ ୬୦,୨୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୫୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୦୫୦ ଟଙ୍କା ଓ ୬୦,୦୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.