ବ୍ୟବସାୟ ଓ ଅର୍ଥନୀତି

ସୁନା କିଣିବାକୁ ମନ କରିଛନ୍ତି କି; ଜାଣନ୍ତୁ କେତେ ଅଛି ମୂଲ୍ୟ

କେନ୍ୟୁଜ୍ (ବ୍ୟୁରୋ): ସୁନା କିଣିବାକୁ ଯଦି ମନବଳାଇଛନ୍ତି ତେବେ କିଣିବା ପୂର୍ବରୁ ନଜର ପକାନ୍ତୁ ଭାରତର ପ୍ରମୁଖ ସହର ଓ ଓଡିଶାରେ କେତେ ରହିଛି ସୁନା ଦର। ସବୁଦିନ ଅପେକ୍ଷା ଆଜି ସୁନା ଦରରେ ବଡ଼ ପରିବର୍ତ୍ତନ ହୋଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୧୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୪,୭୦୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୧୦୦ ଟଙ୍କା ଓ ୬୦,୧୧୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେ ଟ୍ ମୂଲ୍ୟ ୫୫,୧୦୦ ଟଙ୍କା ଓ ୬୦,୧୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୨୫୦ ଟଙ୍କା ଓ ୬୦,୧୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୪୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୪୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୧୦୦ ଟଙ୍କା ଓ ୬୦,୧୧୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୩,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ପୁରୁଣା ବନ୍ଧୁଙ୍କ ସହ ଭେଟ କରିବା ଯୋଗୁ ଖୁସି ରହିବେ

ମେଷ: ଅନ୍ୟମାନଙ୍କ ସଫଳତା ଦ୍ୱାରା ଆର୍ଥିକ ଲାଭବାନ ହେବେ । ପ୍ରେମ କରୁଥିବା ଲୋକଙ୍କୁ ସାଥୀଙ୍କ କଥାକୁ ବୁଝିବାକୁ ପଡ଼ିବ,…

8 hours ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ଟିମ୍ ରେ ୭୨ ଜଣ ମନ୍ତ୍ରୀ, ୩୦ କ୍ୟାବିନେଟ, ୫ ଜଣ ରାଷ୍ଟ୍ରପାହ୍ୟା ସ୍ବାଧୀନ ଓ ୩୬ ରାଷ୍ଟ୍ର ପାହ୍ୟା ମନ୍ତ୍ରୀ

ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ୭୨ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ଏମାନଙ୍କ ମଧ୍ଯରେ ୩୦ ଜଣ କ୍ୟାବିନେଟ ମନ୍ତ୍ରୀ ରହିଥିବା…

10 hours ago

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ପଡ଼ୋଶୀ ରାଷ୍ଟ୍ର ନେତାଙ୍କ ସହ ସେଲିବ୍ରିଟି ଓ ଶିଳ୍ପପତିଙ୍କ ଗହଳି, ଶାହାରୁଖ, ରଜନୀକାନ୍ତ, ଅକ୍ଷୟ,ଅମ୍ବାନୀ ଓ ଆଦାନୀ

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ସେଲିବ୍ରିଟିଙ୍କ ଗହଳି। ଶାହାରୁଖ ଖାନ, ରଜନୀକାନ୍ତ, ଅକ୍ଷୟ କୁମାର ସାମିଲ ହୋଇଥିଲେ। ଅନୀଲ କପୁର,…

10 hours ago

‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ ଉଦଯାପିତ, ଯୋଗଦେଲେ ବଲିଉଡର ଖ୍ୟାତନାମା ନିର୍ଦ୍ଦେଶକ ଅମିତ ରାଏଙ୍କ ସହ ବିଶିଷ୍ଟ ଲେଖିକା ଡକ୍ଟର ପ୍ରତିଭା ରାୟ

ଭୁବନେଶ୍ୱର : ଭୁବନେଶ୍ୱର ଜୟଦେବ ଭବନଠାରେ ଆୟୋଜିତ ‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଛି । ଶେଷ…

10 hours ago

ମୋଦିଙ୍କ ନୂଆ ଟିମରେ ଓଡ଼ିଶାର ୩ ସାଂସଦ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ବିନୀ ବୈଷ୍ଣବ

ମୋଦିଙ୍କ ନୂଆ ଟିମରେ ଓଡ଼ିଶାର ୩ ସାଂସଦ । ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ବିନୀ ବୈଷ୍ଣବ ।…

11 hours ago

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ୟ ଇନିଂସ ଆରମ୍ଭ, ଶପଥ ନେଲେ ପ୍ରଧାନମନ୍ତ୍ରୀଙ୍କ ସହ ଟିମ୍‌ କ୍ୟାବିନେଟ୍‌, ଓଡିଶାକୁ ୩ କ୍ୟାବିନେଟ ମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ୟ ଇନିଂସ ଆରମ୍ଭ …

12 hours ago