ବ୍ୟବସାୟ ଓ ଅର୍ଥନୀତି

ସୁନା କିଣିବାକୁ ଦୋକାନକୁ ଯିବା ପୂର୍ବରୁ ଏଠାରେ ପଢ଼ିନିଅନ୍ତୁ କେତେ ଅଛି ୧୦ ଗ୍ରାମ ପ୍ରତି ସୁନା ଦାମ୍

କେନ୍ୟୁଜ୍(ବ୍ୟୁରୋ): ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୬୭୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୭୦୦ ଟଙ୍କା ଓ ୫୯,୬୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪.୭୦୦ ଟଙ୍କା ଓ ୫୯,୬୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୮୫୦ ଟଙ୍କା ଓ ୫୯,୮୨୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୦୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୦୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪.୭୦୦ ଟଙ୍କା ଓ ୫୯,୮୨୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୩,୦୦୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

2 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

35 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

37 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

2 hours ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago