ସୁନା ଓ ରୁପା ଦାମ୍‌ରେ ଆସିଲା ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜି କେତେ ରହିଛି ଦାମ୍‌

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୮୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୮୪୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୮୫୦ ଟଙ୍କା ଟଙ୍କା ଓ ୫୯,୮୪୦ ଟଙ୍କା ହୋଇଛି।

ଆଜି କିଛି ସହରରେ ବଢିଥିବା ବେଳେ କିଛି ସହରରେ କମିଛି ସୁନା-ରୁପା ଦାମ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୮୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୮୪୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୮୫୦ ଟଙ୍କା ଟଙ୍କା ଓ ୫୯,୮୪୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୮୫୦ ଟଙ୍କା ଓ ୫୯,୮୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୦୦୦ ଟଙ୍କା ଓ ୬୦,୦୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୧୧୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୮୫୦ ଟଙ୍କା ଓ ୫୯,୮୪୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୩,୫୦୦ଟଙ୍କା ରହିଥିବା ନେଇ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.