ବଢିଛି ପେଟ୍ରୋଲ ଦର । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୧୨ ଟଙ୍କା ୯୦ ପଇସା ରହିଥିବା ବେଳେ ଡିଜେଲ ଦାମ୍ ୧୦୨ ଟଙ୍କା ୨୪ ପଇସା ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୫ ଟଙ୍କା ୪୧ ପଇସା ଓ ଡିଜେଲ ଦର ୯୬ ଟଙ୍କା ୬୭ ପଇସା ହୋଇଛି।
କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:
ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।
ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:
ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।
ସିବିଏସଇ ୧୦ମ ଏବଂ ୧୨ଶ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ୧୫ ଜୁଲାଇରୁ ଆରମ୍ଭ ହେବ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା…
କେନ୍ଦ୍ର କର୍ମଚାରୀଙ୍କ ପାଇଁ ବଡ ଆଶ୍ବସ୍ତିକର ଖବର । କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ାଯିବା ପରେ ସେମାନଙ୍କୁ ଆଉ ଏକ…
ଦିଲ୍ଲୀର କାଶ୍ମୀରୀ ଗେଟ୍ ମେଟ୍ରୋ ଥାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣା ମେ’ ୩୧ ତାରିଖ ରାତିରେ…
କେନ୍ୟୁଜ୍: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ । ଦିନ ୧୧ଟା…
ଆଇସିସି ଟି୨୦ ବିଶ୍ୱକପ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ରହିଛି । ଭାରତୀୟ ଟିମର ପ୍ରଥମ ମ୍ୟାଚ…
ଢୋଲ-ମହୁରୀ ସାଙ୍ଗକୁ ବାଜା-ବାଜଣାରେ ଅତି ଧୁମଧାମରେ ଚାଲିଛି ଠାକୁରାଣୀଙ୍କ ସାହି ପରିକ୍ରମା । ବିଶ୍ବାସ ରହିଛି, ମା’ଙ୍କ ଏହି ଅଲୌକିକ…