କେଉଁଠି ସ୍ଥିର ତ କେଉଁଠି ବଢିଛି, ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୩୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୨୮୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୩୫୦ ଟଙ୍କା ଓ ୫୯,୨୮୫ ଟଙ୍କା ହୋଇଛି।

କେନ୍ୟୁଜ୍(ବ୍ୟୁରୋ): ଆଜି ସୁନା ଦରରେ ପରିବର୍ତ୍ତନ ହୋଇନି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୩୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୨୮୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୩୫୦ ଟଙ୍କା ଓ ୫୯,୨୮୫ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେ ଟ୍ ମୂଲ୍ୟ ୫୪,୩୫୦ ଟଙ୍କା ଓ ୫୯,୨୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୫୦୦ ଟଙ୍କା ଓ ୫୯,୪୩୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୭୦୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୬୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୫୦୦ ଟଙ୍କା ଓ ୫୯,୪୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୦,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.