ବ୍ୟବସାୟ ଓ ଅର୍ଥନୀତି

କେଉଁଠି ସ୍ଥିର ତ କେଉଁଠି ବଢିଛି, ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହରମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୧୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୦୭୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୧୫୦ ଟଙ୍କା ଓ ୫୯,୦୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୧୫୦ ଟଙ୍କା ଓ ୫୯,୦୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୩୦୦ ଟଙ୍କା ଓ ୫୯,୨୨୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୫୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୫୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୧୫୦ ଟଙ୍କା ଓ ୫୯,୦୭୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୨,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

୧୦ ଟଙ୍କିଆ ଥଣ୍ଡା ପାନୀୟ ଭିତରୁ ବାହାରିଲା କଣ୍ଡୋମ୍: ଆଶ୍ଚର୍ଯ୍ୟ ଲାଗୁଛି ନା, କିନ୍ତୁ ଘଟଣାଟି ସତ

ମୋହନା(କେନ୍ୟୁଜ) : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଥିବାବେଳେ ଗଜପତି ଜିଲ୍ଲାରେ ମଧ୍ୟ ଅସହ୍ୟ ଗରମ ଅନୁଭୂତ ହେଉଛି…

24 mins ago

ପୁଣି ବିରୋଧୀଙ୍କ ଉପରେ ବର୍ଷିଲେ ପାଣ୍ଡିଆନ୍, କହିଲେ ଚାଷୀଙ୍କ ପାଇଁ କିଛି କରିନି ବିଜେପି

ଭୁବନେଶ୍ୱର (କେନ୍ୟୁଜ): ବିଜେପି ଉପରେ ପୁଣି ବର୍ଷିଲେ କାର୍ତ୍ତିକ ପାଣ୍ଡିଆନ୍ । କେନ୍ଦ୍ରରେ ଦଶ ବର୍ଷ କ୍ଷମତାରେ ରହିବା ସତ୍ତ୍ବେ…

35 mins ago

ସେଣ୍ଟ୍ରାଲ ବ୍ୟାଙ୍କରେ ଖାଲିପଡିଛି ଅନେକ ପଦବୀ, ଇଣ୍ଟରଭ୍ୟୁରେ ହେବ ଚୟନ

ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ବ୍ୟାଙ୍କରେ ବିଭିନ୍ନ ପଦବୀ…

40 mins ago

ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ, SCB ମେଡିକାଲରେ ଭର୍ତ୍ତି

କଟକ (କେନ୍ୟୁଜ): କଟକ scb ବଡ଼ ମେଡିକାଲରେ ଭର୍ତ୍ତି ହେଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ।  ସ୍ୱାସ୍ଥ୍ୟ ଅବସ୍ଥା ଖରାପ…

2 hours ago

ଜୟପୁର ସହରରୁ ଜବତ ହୋଇଛି ମାଳ ମାଳ ନକଲି ଗୁଟୁଖା ! ବ୍ୟବସାୟୀ କହୁଛନ୍ତି ‘ମୁଁ କିଛି ଜାଣିନି’

ଜୟପୁର(କେନ୍ୟୁଜ): ହୋଇଯାଆନ୍ତୁ ସାମଧାନ । ବିଡ଼ି, ସିଗାରେଟ, ଗୁଟୁଖା,ଖଇନି ଖାଉଥିଲେ ଚାଲିଯିବ ଜୀବନ । କାଳ ସାଜିପାରେ ଗୁଟୁଖା ଖାଇବା…

2 hours ago

ପେଟ୍ରୋଲ-ଡିଜେଲ ଦର : ଚେକ୍ କରନ୍ତୁ ମୂଲ୍ୟରେ କେତେ ହେଲା ପରିବର୍ତ୍ତନ

ଭୁବନେଶ୍ୱର ପେଟ୍ରୋଲ ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି । ସେହିପରି ଦେଶ ଅନ୍ୟ କିଛି ସ୍ଥାନରେ ଦର ଖସି…

3 hours ago