ବ୍ୟବସାୟ ଓ ଅର୍ଥନୀତି

ସବୁଦିନ ଅପେକ୍ଷା ଆଜି ସୁନା ଦରରେ ବଡ଼ ପରିବର୍ତ୍ତନ ହୋଇଛି, ନଜର ପକାନ୍ତୁ କେତେ ମୂଲ୍ୟ

ଆଜି ଭାରତୀୟ ବଜାରରେ ସୁନା ଦରରେ କିଛିଟା ପରିବର୍ତ୍ତନ ଘଟିଛି। ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହରମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୦୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୦୦୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୦୦୦ ଟଙ୍କା ଓ ୬୦,୦୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୦୦୦ ଟଙ୍କା ଓ ୬୦,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୧୫୦ ଟଙ୍କା ଓ ୬୦,୧୫୦ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୩୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୦୦୦ ଟଙ୍କା ଓ ୬୦,୦୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୮୦,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

2 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

3 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

7 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

30 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

37 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

44 mins ago