କେଉଁଠି ସ୍ଥିର ତ କେଉଁଠି ବଢିଛି, ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୯୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୯୫୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୯୫୦ ଟଙ୍କା ଟଙ୍କା ଓ ୫୯,୯୫୦ ଟଙ୍କା ହୋଇଛି।

ସୁନା କିଣିବାକୁ ଯାଉଥିଲେ ଟିକେ ନଜର ପକାଇ ଦିଅନ୍ତୁ ଆଜି କେତେ ରହିଛି ସୁନାଦର। ଗତକାଲି ପରି ଆଜି ବି ସୁନା ଦର ସ୍ଥିର ରହିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୯୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୯୫୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୯୫୦ ଟଙ୍କା ଟଙ୍କା ଓ ୫୯,୯୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୯୫୦ ଟଙ୍କା ଓ ୫୯,୯୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୧୦୦ ଟଙ୍କା ଓ ୬୦,୧୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୨୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୨୩୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୯୫୦ ଟଙ୍କା ଓ ୫୯,୯୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୫,୮୦୦ ଟଙ୍କା ରହିଥିବା ନେଇ ହୋଇଛି।

Leave A Reply

Your email address will not be published.