ବ୍ୟବସାୟ ଓ ଅର୍ଥନୀତି

କେଉଁଠି ସ୍ଥିର ତ କେଉଁଠି ବଢିଛି, ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର

ଆଜି ଭାରତୀୟ ବଜାରରେ କମିଥିବା ବେଳେ କେତେକ ସହରରେ ସାମାନ୍ୟ ବଢିଛି ସୁନା ଦର। କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭, ୨୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୪୦୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭,୨୦୦ ଟଙ୍କା ଟଙ୍କା ଓ ୬୨,୪୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୭,୨୦୦ଟଙ୍କା ଓ ୬୨,୪୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୭,୩୫୦ ଟଙ୍କା ଓ ୬୨,୫୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୭,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୨,୫୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୭,୨୦୦ ଟଙ୍କା ଓ ୬୨,୪୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୫,୬୦୦ଟଙ୍କା ରହିଥିବା ନେଇ ହୋଇଛି।

Barsha

Recent Posts

ଓଡ଼ିଶାରେ ସାମାନ୍ୟ ବଢ଼ିଲା ପେଟ୍ରୋଲ ଦର: ଜାଣନ୍ତୁ ଆଉ କେଉଁଠି କେତେ ଅଛି ମୂଲ୍ୟ

ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ ।…

10 mins ago

ସୁନା ଦର ହେଉଛି ଆକାଶ ଛୁଆଁ , ଜାଣନ୍ତୁ ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ ସୁନାର ଦାମ୍

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦…

23 mins ago

କାଶୀପୁରରେ ଅଜଣା ରୋଗ ଆତଙ୍କ : ଗଲାଣି ୪ ଶିଶୁଙ୍କ ଜୀବନ

ରାୟଗଡା (କେନ୍ୟୁଜ): ରାୟଗଡା ଜିଲ୍ଲା କାଶୀପୁର ବ୍ଳକରେ ପୁଣି ଅଜଣା ରୋଗ ଆତଙ୍କ । ଦୁର୍ଗମ ଡଙ୍ଗାସିଲ ପଞ୍ଚାୟତ ଅନ୍ତର୍ଗତ…

41 mins ago

୪ ଦିନ ଯାଏ ତାତିରୁ ନିସ୍ତାର ନାହିଁ: ପଶ୍ଚିମରେ ଡହଡହ ଖରା, ଉପକୂଳରେ ଅସହ୍ୟ ଗରମ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ତାତିରୁ ନିସ୍ତାର ନାହିଁ । ପଶ୍ଚିମରେ ଡହଡହ ଖରା ସାଙ୍ଗକୁ ଉପକୂଳରେ ଅସହ୍ୟ ଗରମ ଓ…

1 hour ago

ଖୋଲିଲା ଶ୍ରୀମନ୍ଦିର ୪ ଦ୍ବାର, ଭକ୍ତ ଓ ଭଗବାନଙ୍କ ମଧ୍ୟରେ ହଟିଲା ପ୍ରତିବନ୍ଧକ

ପୁରୀ (କେନ୍ୟୁଜ) : ଖୋଲିଲା ଶ୍ରୀମନ୍ଦିର ୪ ଦ୍ବାର । ମଙ୍ଗଳ ଆଳତୀ ପରେ ପ୍ରଥମେ ଶ୍ରୀମନ୍ଦିରର ୪ ଦ୍ବାର…

1 hour ago

ଆଜିର ରାଶିଫଳ : ଏହି ରାଶିର ଲୋକଙ୍କର ଆଜି ସମାଜରେ ମାନ ସମ୍ମାନ ବଢିବ

ମେଷ: ପାରିବାରିକ ଜୀବନ ସୁଖମୟ ହେବ । ଆୟ ହ୍ରାସ ଏବଂ ଖର୍ଚ୍ଚ ବୃଦ୍ଧି ହେବ । ପ୍ରଗତିର ସମ୍ଭାବନା…

9 hours ago