Below header

ଦୀପାବଳିରେ ଘରକୁ ଆଣନ୍ତୁ ସୁନା, ଜାଣନ୍ତୁ କଣ ରହିଛି ମୂଲ୍ୟ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬, ୦୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୦୯୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୦୦୦ ଟଙ୍କା ଟଙ୍କା ଓ ୬୧,୦୯୦ ଟଙ୍କା ହୋଇଛି।

ଦୀପାବଳି ଉପଲକ୍ଷେ ଯଦି ଆପଣ ସୁନା କିଣିବାକୁ ଚାହୁଁଛନ୍ତି, ତା’ହେଲେ ଆପଣଙ୍କ ପାଇଁ ଏକ ଭଲ ଖବର। ସୁନା ଓ ରୂପା ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬, ୦୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୦୯୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୦୦୦ ଟଙ୍କା ଟଙ୍କା ଓ ୬୧,୦୯୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୦୦୦ଟଙ୍କା ଓ ୬୧,୦୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୬,୧୫୦ ଟଙ୍କା ଓ ୬୧,୨୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୪୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୨,୫୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୬,୦୦୦ ଟଙ୍କା ଓ ୬୧,୦୯୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୦୦୦ଟଙ୍କା ରହିଥିବା ନେଇ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.