ବୃଦ୍ଧି ପାଇଛି ସୁନା ଦର, ନଜର ପକାନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ
ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ଆଜି ସୁନା ଦରରେ କିଛିଟା ବୃଦ୍ଧି ପାଇଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫, ୯୨୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୦୪୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୫୦୦ ଟଙ୍କା ଓ ୬୧,୬୪୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୫୦୦ ଟଙ୍କା ଓ ୬୧,୬୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୬୫୦ ଟଙ୍କା ଓ ୬୧,୭୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨, ୨୮୫ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୭୦୦ ଟଙ୍କା ଓ ୬୦,୭୬୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୫,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।