କେଉଁଠି ସ୍ଥିର ତ କେଉଁଠି ବଢିଛି, ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୬୭୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୭୦୦ ଟଙ୍କା ଓ ୫୯,୬୭୦ ଟଙ୍କା ହୋଇଛି।
ସୁନା କିଣିବାକୁ ଯଦି ମନବଳାଇଛନ୍ତି ତେବେ କିଣିବା ପୂର୍ବରୁ ନଜର ପକାନ୍ତୁ ଭାରତର ପ୍ରମୁଖ ସହର ଓ ଓଡିଶାରେ କେତେ ରହିଛି ସୁନା ଦର। ସବୁଦିନ ଅପେକ୍ଷା ଆଜି ସୁନା ଦରରେ ବଡ଼ ପରିବର୍ତ୍ତନ ହୋଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୬୭୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୭୦୦ ଟଙ୍କା ଓ ୫୯,୬୭୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେ ଟ୍ ମୂଲ୍ୟ ୫୪,୭୦୦ ଟଙ୍କା ଓ ୫୯,୬୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୮୫୦ ଟଙ୍କା ଓ ୫୯,୮୨୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୦୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୦୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୭୦୦ ଟଙ୍କା ଓ ୫୯,୬୭୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୩,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।