ବ୍ୟବସାୟ ଓ ଅର୍ଥନୀତି

କେଉଁଠି ସ୍ଥିର ତ କେଉଁଠି ବଢିଛି, ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର

ସୁନା କିଣିବାକୁ ଯଦି ମନବଳାଇଛନ୍ତି ତେବେ କିଣିବା ପୂର୍ବରୁ ନଜର ପକାନ୍ତୁ ଭାରତର ପ୍ରମୁଖ ସହର ଓ ଓଡିଶାରେ କେତେ ରହିଛି ସୁନା ଦର। ସବୁଦିନ ଅପେକ୍ଷା ଆଜି ସୁନା ଦରରେ ବଡ଼ ପରିବର୍ତ୍ତନ ହୋଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୬୭୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୭୦୦ ଟଙ୍କା ଓ ୫୯,୬୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେ ଟ୍ ମୂଲ୍ୟ ୫୪,୭୦୦ ଟଙ୍କା ଓ ୫୯,୬୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୮୫୦ ଟଙ୍କା ଓ ୫୯,୮୨୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୦୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୦୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୭୦୦ ଟଙ୍କା ଓ ୫୯,୬୭୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୩,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ସ୍କୁଟିରେ ଯାଉଥିବା ବେଳେ ଅଘଟଣ, ନଡ଼ିଆ ଗଛ ପଡି ୨ ମୃତ, ଜଣେ ଗୁରୁତର

କୋଣାର୍କ (କେନ୍ୟୁଜ): ନଡ଼ିଆ ଗଛ ପଡି ଗଲା ଜୀବନ । ୨ ମୃତ, ଜଣେ ଗୁରୁତର ।  ଗୋପ ସରଡ଼ା…

1 min ago

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ଯୁବକଙ୍କୁ ହତ୍ୟା ।  ଭୁବନେଶ୍ୱର ନାକା ଗେଟ୍ ନିକଟରୁ ଯୁବକଙ୍କ ମୃତଦେହ ଜବତ ହୋଇଛି । …

31 mins ago

ରବିନା ଟଣ୍ଡନଙ୍କ ବିରୁଦ୍ଧରେ ମାରପିଟ୍‌ ଅଭିଯୋଗ, ନିଶାରେ ବୟସ୍କା ମହିଳାଙ୍କୁ କରିଛନ୍ତି ଆକ୍ରମଣ

ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନଙ୍କ ଉପରେ ଅଭିଯୋଗ । ରବିନା ଜଣେ ବୟସ୍କା ମହିଳା ଏବଂ ତାଙ୍କ ପରିବାର ସହିତ…

32 mins ago

ବ୍ରେକଅପ୍‌ ଆମକୁ କଣ ଶିକ୍ଷା ଦିଏ ? ଜାଣନ୍ତୁ କିଛି ରୋଚକ କଥା

ମେଣ୍ଟାଲ ହେଲଥ୍‌ ଏବଂ ଇମୋସନ୍‌ ପାଇଁ ବ୍ରେକଅପ୍‌ ଭଲ ହୋଇନଥାଏ । ଏହା ଅନେକ ଲୋକଙ୍କ ପାଇଁ ଜୀବନର ସବୁଠାରୁ…

1 hour ago

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା, ଜାଣନ୍ତୁ କ’ଣ ଏହାର ସ୍ୱତନ୍ତ୍ରତା?

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସମ୍ପୂର୍ଣ୍ଣ ସତ । ଏକ…

1 hour ago

କୋଚିନ ସିପୟାର୍ଡରେ ସେଫ୍ଟି ଆସିଷ୍ଟାଣ୍ଟ ପଦବୀରେ ଭର୍ତ୍ତି, ଜାଣନ୍ତୁ କେତେ ମିଳିବ ଦରମା

କୋଚିନ ସିପୟାର୍ଡ ଲିମିଟେଡ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ୩୦ରୁ ଅଧିକ ପଦବୀରେ…

1 hour ago