Below header

ଜାଣନ୍ତୁ କେତେ ରହିଛି ଆପଣଙ୍କ ସହରରେ ଆଜିର ସୁନା ଓ ରୂପା ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୪୮୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧ ହଜାର ୮୪୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮, ୨୫୦ ଥିବା ବେଳେ ୨୪ କ୍ୟାରେଟ୍ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୫୨,୬୩୦ ଟଙ୍କା ରହିଛି ରହିଛି। ଦେଶର ପ୍ରମୁଖ ସହରମାନଙ୍କରେ ସୁନା ଦରରେ ଏତେଟା ପରିବର୍ତ୍ତନ ହୋଇନାହିଁ ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୮,୨୫୦ ଓ ୫୨,୬୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୨୫୦ ଟଙ୍କା ଓ ୫୨,୬୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୯,୦୬୯ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୩,୫୩୦ ଟଙ୍କା ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୨୫୦ ଓ ୫୨,୬୩୦ ଟଙ୍କା ରହିଛି ।

ଆଜି ରୁପା କିଲୋଗ୍ରାମ ପ୍ରତି ୬୬,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.