ସାମାନ୍ୟ କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୪୬,୬୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୦,୯୪୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୩୬୦ ଟଙ୍କା ଓ ୫୨,୭୬୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୮,୩୬୦ ଟଙ୍କା ଓ ୫୨,୭୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୩୬୦ ଟଙ୍କା ଓ ୫୨,୭୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୩୬୦ ଟଙ୍କା ଓ ୫୨,୭୬୦ ଟଙ୍କା ରହିଛି।
ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୧୦୦୦ ଟଙ୍କା ବଢ଼ି ୬୨,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…