ପ୍ରତ୍ୟେକ ଦିନ ପେଟ୍ରୋଲ ଓ ଡିଜେଲ୍ ପରି ସୁନା ଓ ରୁପା ଦର ମଧ୍ୟ ବଦଳି ଥାଏ। ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬, ୩୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦ ହଜାର ୫୫୦ ଟଙ୍କା ଥିବା ଜଣାଯାଇଛି।
ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୪୦୦ ଟଙ୍କା ଓ ୫୦ ହଜାର ୬୨୦ ଟଙ୍କା ରହିଛି। ଦେଶର ପ୍ରମୁଖ ସହର ମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୪୦୦ ଟଙ୍କା ଓ ୫୦ ହଜାର ୬୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର କମି ଯଥାକ୍ରମେ ୪୬,୪୦୦ଟଙ୍କା ଓ ୫୦,୬୨୦ ଟଙ୍କା ରହିଛି।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୪୦୦ ଟଙ୍କା ଓ ୫୦ ହଜାର ୬୨୦ ଟଙ୍କା ରହିଛି।
ଅନ୍ୟପଟେ ରୁପା ମୂଲ୍ୟ ଆଜି କମିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୫୫ ,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…