ସୁନା ଓ ରୁପା କିଣିବା ପୂର୍ବରୁ ଜାଣନ୍ତୁ ଆପଣଂକ ସହରରେ କେତେ ରହିଛି ଏହାର ଦାମ୍

ପ୍ରତ୍ୟକ ଦିନ ସୁନା ଓ ରୁପା ମୂଲ୍ୟ ବଦଳିଥାଏ। ରାଜଧାନୀ ଭୁବନେଶ୍ୱରରେ ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି। ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୬, ୯୦୦ ଟଙ୍କା ଓ ୫୧,୧୬୦ ଟଙ୍କା ହୋଇଛି। ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୬, ୯୦୦ ହୋଇଛି। ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦, ୧୬୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬, ୯୦୦ ଟଙ୍କା ଓ ୫୦, ୧୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬ ହଜାର ୫୦ ଟଙ୍କା ଓ ୫୦, ୩୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭, ୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୧,୮୨୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୯୦୦ ଟଙ୍କା ଓ ୫୧ ହଜାର ୧୬୦ ଟଙ୍କା ରହିଛି । ଆଜି ରୁପା ମୂଲ୍ୟ ମଧ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୩, ୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.