ବ୍ୟବସାୟ ଓ ଅର୍ଥନୀତି

କମିଲା ସୁନା ଦାମ୍, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ

ସୁନା ଓ ରୁପା ମୂଲ୍ୟ ସବୁ ଦିନ ପରିବର୍ତ୍ତନ ହେଉଛି। ଆଜି ମଧ୍ୟ ସୁନା ଓ ରୂପା ମୂଲ୍ୟ କିଛି ମାତ୍ରାରେ ବଢ଼ିଛି। ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୬ ହଜାର ୩୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦ ହଜାର ୬୧୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ ଏବଂ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭,୫୦୦ ଟଙ୍କା ଓ ୫୨,୮୨୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଏବଂ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୪୭,୫୦୦ ଟଙ୍କା ଓ ୫୨,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୭୦୦ ଟଙ୍କା ଓ ୫୨,୮୨୦ ଟଙ୍କା ରହିଛି।

ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭ ହଜାର ୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨ ହଜାର ୨୮୫ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୫୦୦ ଟଙ୍କା ଓ ୫୨,୮୨୦ ଟଙ୍କା ରହିଛି। ଆଜି ରୁପା ମୂଲ୍ୟ ବଢ଼ିଛି। ରୁପା ଦର କିଲୋଗ୍ରାମ ପ୍ରତି ୬୦,୬୦୦ ଟଙ୍କା ଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

2 mins ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

6 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

10 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

22 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

39 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago