ବ୍ୟବସାୟ ଓ ଅର୍ଥନୀତି

ଜାଣନ୍ତୁ ଆପଣଙ୍କ ସହରରେ ଥିବା ଆଜିର ୨୨ ଓ ୨୪ କ୍ୟାରେଟ୍‌ ସୁନା ଦାମ୍ କେତେ ରହିଛି

ପ୍ରତ୍ୟେକ ଦିନ ସୁନା ଓ ରୁପା ଦରରେ ପରିବର୍ତ୍ତନ ହୋଇଥାଏ। ଆଜି ଭାରତୀୟ ବଜାରରେ ସୁନା ମୂଲ୍ୟ ପରିବର୍ତ୍ତନ କରାଯାଇଛି। ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୬ ହଜାର ୭୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧ ହଜାର ୦୩୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ ଏବଂ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୬ ହଜାର ୭୦୦ ଟଙ୍କା ଓ ୫୦ ହଜାର ୯୫୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଏବଂ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୪୬ ହଜାର ୭୦୦ ଟଙ୍କା ଓ ୫୦ ହଜାର ୯୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬ ହଜାର ୭୦୦ ଟଙ୍କା ଓ ୫୦ ହଜାର ୯୫୦ ଟଙ୍କା ରହିଛି। ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭ ହଜାର ୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨ ହଜାର ୨୮୫ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬ ହଜାର ୭୦୦ ଟଙ୍କା ଓ ୫୦ ହଜାର ୯୫୦ ଟଙ୍କା ରହିଛି।

ଆଜି ରୁପା ମୂଲ୍ୟ ବଢ଼ିଛି। ରୁପା ଦର କିଲୋଗ୍ରାମ ପ୍ରତି ୬୧,୪୦୦ ଟଙ୍କା ଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

4 mins ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

10 mins ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

10 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago