ଆଜି  କମିଛି ସୁନା ଦର, ଜାଣନ୍ତୁ କେତେ ଅଛି ରେଟ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୧,୨୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି  ୫୫,୯୬୦ ଟଙ୍କା ରହିଥିବା ଜଣାଯାଇଛି। ଆଜି ଦେଶରେ ସ୍ଥିର ଥିବା ବେଳେ ଭୁବନେଶ୍ୱରରେ କମିଛି ସୁନା ଦର । ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୫୦୦ ଟଙ୍କା ଓ ୫୬,୧୮୦ ଟଙ୍କା ହୋଇଛି।

କେନ୍ୟୁଜ୍(ବ୍ୟୁରୋ): ଆଜି  କମିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୧,୨୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି  ୫୫,୯୬୦ ଟଙ୍କା ରହିଥିବା ଜଣାଯାଇଛି।   ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୫୦୦ ଟଙ୍କା ଓ ୫୬,୧୮୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୧,୫୦୦ ଟଙ୍କା ଓ ୫୬,୧୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୧,୬୫୦ ଟଙ୍କା ଓ ୫୬,୩୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ଟଙ୍କା ଥିବା ରେକର୍ଡ ହୋଇଛି।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୧,୫୦୦ ଟଙ୍କା ଓ ୫୬,୧୮୦ ଟଙ୍କା ରହିଛି। ସେହିପରି ରୁପା ମୂଲ୍ୟ ମଧ୍ୟ ଆଜି କମ୍ ହୋଇଛି। ଆଜି ରୁପା କିଲୋଗ୍ରାମକୁ ୩, ୨୦୦ ଟଙ୍କା କମି ୬୪ ,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

You might also like