ବ୍ୟବସାୟ ଓ ଅର୍ଥନୀତି

ସୁନା କିଣିବାକୁ ଚାହୁଁଥିଲେ ଏଇଠି ପଢ଼ନ୍ତୁ ଆଜି କେତେ ରହିଛି ସୁନା ଦାମ୍

କରୋନା ଆର୍ଥିକ ସଂକଟ ଭିତରେ ବଢ଼ିଚାଲିଛି ଦରଦାମ୍। ତେବେ ଏହାରି ମଧ୍ୟରେ ଆଜି ଆପଣଙ୍କ ପାଇଁ ସାମାନ୍ୟ ଆସ୍ୱସ୍ତିକର ଖବର। ଆଜି ସୁନାମୂଲ୍ୟ ସାମାନ୍ୟ ହ୍ରାସ ପାଇଛି। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପିଛା 52,510 ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ରହିଛି 48,160 ଟଙ୍କା।

ସେହିପରି ଆଜି ଦେଶରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ରହିଛି 50,210 ଟଙ୍କା ଏବଂ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି 49,210 ଟଙ୍କା ରହିଛି। ସେପଟେ ଅନ୍ୟତମ ମୂଲ୍ୟବାନ ଧାତୁ ରୂପା ଦରରେ ବି ଏକ ସାମାନ୍ୟ ଧରଣର ପରିବର୍ତ୍ତନ ଆସିଥିବା ଲକ୍ଷ୍ୟ କରାଯାଇଛି । ଶନିବାର ସନ୍ଧ୍ୟା ସୁଦ୍ଧା ରୂପା କିଲୋଗ୍ରାମ ପ୍ରତି ୫୮,୯୫୦ ଟଙ୍କାରେ ପହଁଚିଥିବା ଜଣାଯାଇଛି ।

Pritiparna

Recent Posts

ଅଲାରନାଥଙ୍କ ଅଣସର ଦର୍ଶନ କରିବେ ଭକ୍ତ, ଏବେ ଠାରୁ ଛୁଟିଲାଣି ଭକ୍ତଙ୍କ ସୁଅ

ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…

4 mins ago

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

10 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

40 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

48 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

3 hours ago

ଯେକୌଣସି ବୟସରେ ଦାନ୍ତ ଉଠାଇ ପାରିବେ ଆପଣ, ଆସୁଛି ନୂଆ ମେଡିସିନ୍‌

ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…

3 hours ago