ବ୍ୟବସାୟ ଓ ଅର୍ଥନୀତି

NIFT ରେ ଖାଲିପଡିଛି ଗ୍ରୁପ ସି ପଦବୀ, ୩୧ ଜୁଲାଇ ପୂର୍ବରୁ କରନ୍ତୁ ଆବେଦନ

ଯଦି ଆପଣ ଚାକିରି ଖୋଜୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ। ଏନଆଇଏଫଟି ଗାନ୍ଧିନଗର ପକ୍ଷରୁ ଗ୍ରୁପ ସି ପଦବୀରେ ଆବେଦନ କରିପାରିବେ ଇଚ୍ଛୁକ ପ୍ରାର୍ଥୀ। ଇଚ୍ଛୁକ ଏବଂ ଯୋଗ୍ୟ ପ୍ରାର୍ଥୀ ଏହି ପଦବୀ ପାଇଁ ୩୧ ଜୁଲାଇ ମଧ୍ୟରେ ଆବେଦନ କରିପାରିବେ। ଅଧିକ ଜାଣିବା ପାଇଁ ପ୍ରାର୍ଥୀ ଅଫିସିଆଲ େଓ୍ଵବସାଇଟ୍‌ nift.ac.in କୁ ଯାଇ ଆବେଦନ କରିପାରିବେ।

ପଦବୀ ବିବରଣୀ: ୨୩

ଆସିଷ୍ଟାଣ୍ଟ
ନର୍ସ
ମେସିନ ମେକାନିକ
ଜୁନିଅର ଆସିଷ୍ଟାଣ୍ଟ
ଲାଇବ୍ରେରୀ ଆସିଷ୍ଟାଣ୍ଟ

ଜରୁରୀ ତାରିଖ: ଆବେଦନ କରିବାର ଶେଷ ତାରିଖ ୩୧ ଜୁଲାଇ ୨୦୨୨ ରହିଛି।

ଶିକ୍ଷାଗତ ଯୋଗ୍ୟତା : ଏହି ପଦବୀରେ ଭର୍ତ୍ତି ପାଇଁ ବିଭିନ୍ନ ପଦବୀ ପାଇଁ ଅଲଗା ଅଲଗା ଶିକ୍ଷାଗତ ଯୋଗ୍ୟତା ନିର୍ଦ୍ଧାରିତ କରାଯାଇଛି। ଶିକ୍ଷାଗତ ଯୋଗ୍ୟତା ସହିତ ବୟସ ସୀମା ପଦ ଅନୁସାରେ ହେବ।

ଆବେଦନ ଶୁକ୍ଳ : ଏହି ପଦବୀରେ ଆବେଦନ କରିବା ପାଇଁ ୨୯୫ ଟଙ୍କାର ଡିମାଣ୍ଡ ଡ୍ରାଫ୍ଟ କରିବାକୁ ହେବ।

କେମିତି କରିବେ ଆବେଦନ : ଏହି ପଦବୀରେ ଆବେଦନ କରିବା ପାଇଁ ପ୍ରାର୍ଥୀ ଅଫିସିଆଲ େଓ୍ଵବସାଇଟ୍‌ nift.ac.in କୁ ଯାଇ ଆବେଦନ ପତ୍ର ଡାଉନଲୋଡ କରିପାରିବେ। ଇଚ୍ଛୁକ ପ୍ରାର୍ଥୀ ଆବେଦନ ପତ୍ରକୁ NEFT, UTR to the Director, National Institute of Fashion Technology, NIFT Campus, GH- Gandhinagar 282007 ଜମା କରିବାକୁ ହେବ।

ଅଧିକ ଜାଣିବା ପାଇଁ ନୋଟିଫିକେସନ ଉପରେ କ୍ଲିକ୍‌ କରନ୍ତୁ :

https://nift.ac.in/gandhinagar/sites/gandhinagar/files/inline-files/Recruitment%20of%20Group-%20C-%20Post_0.pdf

 

Swagatika

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

18 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

37 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

45 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago