ବ୍ୟବସାୟ ଓ ଅର୍ଥନୀତି

ରେଲୱେରେ ଚାକିରି ପାଇବାର ସ୍ୱପ୍ନ ହେବ ପୂରଣ, ଆଜି ହିଁ କରନ୍ତୁ ଆବେଦନ

କୋଂକଣ ରେଲୱେ କର୍ପୋରେସନ ଲିମିଟେଡ଼ ପକ୍ଷରୁ ଅନେକ ଖାଲି ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ମୁତାବକ ଆବେଦନ କରିବା ପାଇଁ ଇଛୁକ ଆବେଦନକାରୀ ଆଜି ହଁ ନିଜର ଆବେଦନ ପ୍ରକ୍ରିୟା ପୂରଣ କରନ୍ତୁ।

ପଦବୀ ନାମ ଏବଂ ପଦ ସଂଖ୍ୟା

ଅଫିସ ଆସିସ୍ତେଣ୍ଟ/ପ୍ରୋଟୋକାଲ : ୧

ବୟସ ସୀମା

ଏହି ପଦବୀରେ ଆବେଦନ କରିବା ପାଇଁ ଆବେଦନକାରୀଙ୍କ ବୟସ ସୀମା ୩୫ ବର୍ଷ ରୁ ୪୦ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ।

ମହତ୍ୱପୂର୍ଣ୍ଣ ତାରିଖ

ଅନଲାଇନ ଆବେଦନ କରିବାର ପ୍ରାରମ୍ଭିକ ତାରିଖ : ୨୭ ଫେବୃଆରୀ ୨୦୨୦

ଅନଲାଇନ ଆବେଦନ କରିବାର ଶେଷ ତାରିଖ : ୨୭ ଏପ୍ରିଲ ୨୦୨୦

ଆବେଦନ ପ୍ରକ୍ରିୟା

ଇଛୁକ ଆବେଦନକାରୀ କୋଂକଣ ରେଲୱେ ଅଧିକାରୀକ ୱେବସାଇଟ Konkanrailway.com ରେ ଜାରି କରାଯାଇଥିବା ନିର୍ଦେଶ ଅନୁସାରେ ଆବେଦନ ପ୍ରକ୍ରିୟାକୁ ଆଜି ହିଁ ପୂରଣ କରନ୍ତୁ। ଆବେଦନ କରିବା ସମୟରେ ଯେପରି କୌଣସି ତ୍ରୁଟି ନରହେ ସେଥିପ୍ରତି ବିଶେଷ ଧ୍ୟାନ ରଖନ୍ତୁ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

5 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago