ବ୍ୟବସାୟ ଓ ଅର୍ଥନୀତି

୧୦ମ୍‌ ପାସ୍‌ କି ଆଇଟିଆଇ ପାସ୍‌ କରିଥିଲେ ତୁରନ୍ତ କରନ୍ତୁ ଆବେଦନ

୧୦ମ ପାସ୍‌ କରିଥିଲେ କି ଆଇଟିଆଇ ପାସ୍‌ କରିଥିଲେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ । ଯନ୍ତ୍ର ଇଣ୍ଡିଆ ଲିମିଟେଡ୍‌ ପକ୍ଷରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ନୋଟିଫିକେସନ ମୁତାବକ, ସଂସ୍ଥାରେ ଟ୍ରେଡ୍‌ ଅପାରଣ୍ଟିସ ପଦବୀରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଜାରି ହୋଇଥିବା ନୋଟିଫିକେସନ ମୁତାବକ ୫୪୫୮ ପଦବୀ ପାଇଁ ଭର୍ତ୍ତି କରାଯିବ ।

ଜରୁରୀ ତାରିଖ : ପ୍ରାର୍ଥୀ ଏଥିପାଇଁ ମାର୍ଚ୍ଚ ୧ ତାରିଖରୁ ଆବେଦନ କରିପାରିବେ। ମାର୍ଚ୍ଚ ୩୦ ତାରିଖ ପର୍ଯ୍ୟନ୍ତ ଶେଷ ତାରିଖ ରହିଛି।

ପଦବୀ ବିବରଣୀ : ୫୪୫୮

ବିନା ଆଇଟିଆଇ ପ୍ରାର୍ଥୀ : ୧୯୪୪
ଏକ୍ସ ଆଇଟିଆଇ ପ୍ରାର୍ଥୀ : ୩୫୧୪

ଶିକ୍ଷାଗତ ଯୋଗ୍ୟତା : ଯନ୍ତ୍ର ଇଣ୍ଡିଆ ଲିମିଟେଡ୍‌ ୨୦୨୩ ଭର୍ତ୍ତି ପାଇଁ ଆବେଦନ କରିବାକୁ ଇଚ୍ଛୁକ ଥିବା ପ୍ରାର୍ଥୀ କୌଣସି ମନ୍ୟତାପ୍ରାପ୍ତ ବୋର୍ଡରୁ ୧୦ମ ପାସ୍‌ କରିଥିବା ଜରୁରୀ । ଏହାସହିତ ଆଇଟିଆଇ ସାର୍ଟିଫିକେଟ ଥିବା ଜରୁରୀ ।

ବୟସ ସୀମା : ପ୍ରାର୍ଥୀଙ୍କ ବୟସ ସୀମା ୧୫ରୁ ୨୪ ବର୍ଷ ହୋଇଥିବା ଜରୁରୀ।

କେମିତି କରିବେ ଆବେଦନ :

ପ୍ରଥମେ ଅଫିସିଆଲ େଓ୍ଵବସାଇଟ୍‌ yantraindia.co.in କୁ ଯାଆନ୍ତୁ ।

େଓ୍ଵବସାଇଟ ପେଜରେ କ୍ୟାରିଅର ଉପରେ କ୍ଲିକ କରନ୍ତୁ ।

ଏହା ପରେ ଟ୍ରେଡ ଅପାରଣ୍ଟିସ ୫୭ ବ୍ୟାଚ୍‌ ସର୍ଟ ଅନଲାଇନ ଆପ୍ଲିକେସନ ଉପରେ କ୍ଲିକ କରନ୍ତୁ ।

ତା’ ପରେ ରେଜିଷ୍ଟ୍ରେସନ ଲିଙ୍କ ଆକ୍ଟିଭ ହେବ ।

ମୋବାଇଲ ନମ୍ବର ଏବଂ ଇମେଲ ରେଜିଷ୍ଟ୍ରେସନ କରିବା ପରେ ଆପ୍ଲିକେସନ ଫର୍ମ ପୂରଣ କରନ୍ତୁ।

ଏହା ପରେ ପ୍ରିଣ୍ଟ ଆଉଟ କାଢି ରଖନ୍ତୁ

ଅଧିକ ଜାଣିବା ପାଇଁ ଏଠାରେ କ୍ଲିକ କରନ୍ତୁ :

https://yantraindia.co.in/career/8_YIL_Career_Document_2023-01-27.pdf

Swagatika

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

16 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

35 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

43 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

60 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago