Browsing Category

ନିର୍ବାଚନ ୨୦୧୯

ଆଜିଠୁ ମୋଦିଙ୍କ ଦ୍ୱିତୀୟ ଇନିଂସ, ଓଡ଼ିଶାରୁ ମନ୍ତ୍ରୀ ହେବେ ଦୁଇ ଜଣ

ନୂଆଦିଲ୍ଲୀ : ଆଜିଠୁ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ଇନିଂସ। ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ସମାରୋହ ରହିଛି। ମୋଦି କ୍ୟାବିନେଟରେ ଓଡ଼ିଶାରୁ ଦୁଇ ଜଣ ମନ୍ତ୍ରୀ ହେବେ। ପ୍ରତାପ ଷଡ଼ଙ୍ଗୀ ଓ ଧର୍ମେନ୍ଦ୍ର ପ୍ରଧାନ। ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ କେନ୍ଦ୍ରମନ୍ତ୍ରୀ ଭାବରେ ଆଜି ଶପଥ…

ଶପଥ ଗ୍ରହଣ ଉତ୍ସବରେ ସାମିଲ୍ ହେବେ ୬ ହଜାର ଅତିଥି , ହେଲେ କାହିଁକି ନିଜ ପରିବାରକୁ ନିମନ୍ତ୍ରଣ କରିନାହାଁନ୍ତି ମୋଦି ?

ଆଜିଠୁ ଆରମ୍ଭ ହେବ ମୋଦିଙ୍କ ଦ୍ୱିତୀୟ ଇନିଂସ । ଆଉ କିଛି ସମୟ ପରେ ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନରେନ୍ଦ୍ର ମୋଦି । ଶପଥ ଗ୍ରହଣ ପାଇଁ ରାଷ୍ଟ୍ରପତି ଭବନରେ ଭବ୍ୟ ଆୟୋଜନ କରାଯାଇଛି । ଶପଥ ଗ୍ରହଣ ଉତ୍ସବରେ ଦେଶ ଏବଂ ବିଦେଶରୁ ପ୍ରାୟ ୬ ହଜାର ଅତିଥି ସାମିଲ ହେବେ…

ମୋଦିଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ହେବାକୁ ଥିବା ଏହି ସବୁ ମନ୍ତ୍ରୀଙ୍କ ପାଖକୁ ଯାଇଛି ଫୋନ୍‌ କଲ୍‌

ନୂଆଦିଲ୍ଲୀ : ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିବେ ନରେନ୍ଦ୍ର ମୋଦି। ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ତାଙ୍କ ସହ ମନ୍ତ୍ରିମଣ୍ଡଳ ବି ଶପଥ ଗ୍ରହଣ କରିବ। ମୋଦି ତାଙ୍କ ନୂଆ ଟିମରେ କାହାକୁ ସାମିଲ କରିବେ ସେନେଇ ତାଲିକା…

ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନ, ବିଧାନସଭାରେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ଶପଥ ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ପରେ ଅନ୍ୟ ନବ ନିର୍ବାଚିତ ବିଧାୟକମାନେ ବିଧାନସଭାରେ ଶପଥ ନେଇଛନ୍ତି । କାମଚଳା ବାଚସ୍ପତି ଅମର ଶତପଥୀ ଶପଥ ପାଠ କରାଉଛନ୍ତି । ଏଠାରେ…

ପରାଜୟର କାରଣ କଣ ସେନେଇ ରାଜ୍ୟ କଂଗ୍ରେସ ଭବନରେ ଚାଲିଛି ମାନସ ମନ୍ଥନ, ଉଭୟ ବିଜୟୀ ଓ ପରାଜିତ ପ୍ରାର୍ଥୀଙ୍କ ସହ ହେଉଛି…

ଭୁବନେଶ୍ବର(କେନ୍ୟୁଜ୍): ୨୦୧୯ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ। ଉଭୟ ଲୋକସଭା ଓ ବିଧାନସଭାରେ ଦଳ ଧରାଶାୟୀ ହୋଇଛି। ଏପରିକି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ମଧ୍ୟ ପରାଜୟର ସ୍ୱାଦ ଚାଖିବାକୁ ପଡିଛି। ଏନେଇ କାରଣ ଖୋଜୁଛି ଦଳ। ମାତ୍ର ଗୋଟେ ଲୋକସଭା ଓ ୯ଟି ବିଧାନସଭା ସିଟ୍‌…

ଆନ୍ଧ୍ରପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେଲେ ଜଗନ ମୋହନ ରେଡ୍ଡୀ

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ ନେଲେ ଜଗନ ମୋହନ ରେଡ୍ଡୀ। ବିଜୟୱାଡାରେ ରାଜ୍ୟପାଳ ଇଏସଏଲ ନରସିଂହା ୱାଏସ୍‌ଆର କଂଗ୍ରେସ ମୁଖ୍ୟ ଜଗନ ମୋହନଙ୍କୁ ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ଉତ୍ସବରେ ତାମିଲନାଡୁର ଡିଏମ୍‌କେ ମୁଖ୍ୟ ଏମ୍‌.କେ. ଷ୍ଟାଲିନ ଓ…

ଆଜି ଓ ଆସନ୍ତାକାଲି ବିଧାନସଭାରେ ଶପଥ ନେବେ ନବନିର୍ବାଚିତ ବିଧାୟକ, ଶପଥ ପାଠ କରାଇବେ କାମଚଳା ବାଚସ୍ପତି ଅମର ପ୍ରସାଦ…

ଭୁବନେଶ୍ବର(କେନ୍ୟୁଜ୍) : ନବନିର୍ବାଚିତ ବିଧାୟକ ନେବେ ଶପଥ। ଆଜି ଓ ଆସନ୍ତାକାଲି ଦୁଇଦିନ ଧରି ବିଧାନସଭାରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିପାଇଁ ବିଧାନସଭାର ଦୁଇଦିନିଆ ସ୍ୱଳ୍ପକାଳୀନ ଅଧିବେଶନ ବସିବ। ସକାଳ ୧୦ଟାରୁ ସଂଧ୍ୟା ୫ଟା ପର୍ଯ୍ୟନ୍ତ କାର୍ଯ୍ୟଦିବସରେ ବିଧାୟକଙ୍କୁ ଶପଥ…

ଆଜିଠୁ ଆରମ୍ଭ ହେବ ମୋଦିଙ୍କ ଦ୍ୱିତୀୟ ଇନିଂସ, ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନରେନ୍ଦ୍ର ମୋଦି

କେନ୍ୟୁଜ୍ : ଆଜିଠୁ ଆରମ୍ଭ ହେବ ମୋଦିଙ୍କ ଦ୍ୱିତୀୟ ଇନିଂସ । ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ…

ମୋଦିଙ୍କ ନୂଆ ମନ୍ତ୍ରିମଣ୍ଡଳକୁ ନେଇ ଲାଗି ରହିଛି କଳ୍ପନା ଜଳ୍ପନା, କଣ ରହିବ ଅମିତ ଶାହଙ୍କ ଭୂମିକା ?

କେନ୍ୟୁଜ୍: ମୋଦିଙ୍କ ନୂଆ ମନ୍ତ୍ରିମଣ୍ଡଳକୁ ନେଇ କଳ୍ପନା ଜଳ୍ପନା ଲାଗି ରହିଛି । ମନ୍ତ୍ରିମଣ୍ଡଳରେ କେଉଁମାନେ ସ୍ଥାନ ପାଇବେ ? କଣ ରହିବ ଅମିତ ଶାହଙ୍କ ଭୂମିକା ? ଅମିତ ଶାହଙ୍କୁ ମନ୍ତ୍ରିମଣ୍ଡଳରେ ଏକ ବଡ଼ ଦାୟିତ୍ୱ ମିଳିବ ବୋଲି ଚର୍ଚ୍ଚା ହେଉଛି । ଅନ୍ୟପଟେ ମନ୍ତ୍ରିମଣ୍ଡଳରେ ସାମିଲ ହୋଇ…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି

କେନ୍ୟୁଜ୍ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଞ୍ଚମ ଥର ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ତାଙ୍କୁ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି। ତା ସହ ଲୋକମାନଙ୍କର ଆଶା ଓ…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନବୀନ ପଟ୍ଟନାୟକଙ୍କ ସହ ୨୦ଜଣିଆ ମନ୍ତ୍ରିମଣ୍ଡଳ

ଭୁବନେଶ୍ବର(କେନ୍ୟୁଜ୍) : ନବୀନଙ୍କ ନୂଆ ଇନିଂସ। ପଞ୍ଚମ ଥର ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ସମାରୋହରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ପଞ୍ଚମ ଥର ନବୀନ ହୋଇଛନ୍ତି ଓଡ଼ିଶାର…

ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳ, ୧୧ ଜଣଙ୍କୁ କ୍ୟାବିନେଟ୍‌ ମନ୍ତ୍ରୀ ଏବଂ ୯ ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱ

ଭୁବନେଶ୍ବର(କେନ୍ୟୁଜ୍): ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳରେ ୧୧ ଜଣଙ୍କୁ କ୍ୟାବିନେଟ୍‌ ମନ୍ତ୍ରୀ ଏବଂ ୯ ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱ ମିଳିଛି । ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବିକ୍ରମ କେଶରୀ ଆରୁଖ, ପ୍ରଫୁଲ୍ଲ ମଲ୍ଲିକ, ନିରଞ୍ଜନ ପୂଜାରୀ, ପଦ୍ମନାଭ ବେହେରା, ପ୍ରତାପ ଜେନା, ଅରୁଣ ସାହୁ,…