Petrol and Diesel Price: ବଢ଼ିଛି ପେଟ୍ରୋଲ ଏବଂ ଡିଜେଲ ଦର, ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣନ୍ତୁ ଦାମ୍
ଭୁବନେଶ୍ୱର: ଆଜି ପେଟ୍ରୋଲ ଓ ଡିଜେଲ ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୯.୨୦ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୦୦.୯୦ ପଇସା ରହିଛି । ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୨ ଟଙ୍କା ୧୨ ପଇସା ଓ ଡିଜେଲ ଦର ୯୫ ଟଙ୍କା ୫୬…