ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !
ମେଷ : ମନରେ ଧାର୍ମିକ ଭାବନା ଉଦୟ ହେବ। ଆପଣଙ୍କ ନିର୍ଭୀକ ବ୍ୟକ୍ତିତ୍ବ ଅନ୍ୟମାନଙ୍କୁ ଆକୃଷ୍ଟ କରିବ। ସ˚ପତ୍ତି ବିବାଦର ସମାଧାନ ହେବ।
ବୃଷ : କୌଣସି ନୂଆ କାମରେ ସଫଳତା ମିଳିପାରେ। କଳା କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ମାନ ମିଳିବ। ଦାଂପତ୍ୟ ଜୀବନରେ…