ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !
ମେଷ :ସୁସ୍ୱାଦୁ ଭୋଜନ କରିବେ । ବେପାର ବାଣିଜ୍ୟ ଓ କର୍ମକ୍ଷେତ୍ରରେ ସଫଳତା ମିଳିବ । ସନ୍ତାନକୁ ନେଇ ଆନନ୍ଦିତ ହେବେ ।
ବୃଷ : କୋର୍ଟ କଚେରୀ ମାମଲା ଦେଖାଦେବ । କୌଣସି ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ । ଶରୀର ଅସୁସ୍ଥ ରହିବ ।
ମିଥୁନ : ହଠାତ୍ କ୍ରୋଧାନ୍ଵିତ ହୁଅନ୍ତୁ…