Browsing Category

ରାଶିଫଳ

ଦିନ ଆରମ୍ଭରୁ ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ। ବୃଷ : ଆଶା ଠାରୁ ଅଧିକ…

ଆଜିର ଭାଗ୍ୟଫଳ ! ଜାଣନ୍ତୁ ଦିନଟି କେମିତି କଟିବ

ମେଷ: କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିପାଦନ କରିବେ। ଗୃହରେ ମାଙ୍ଗଳିକ କାର୍ଯ୍ୟ ସଂପାଦନ କରିବେ। ଦେହ ସୁସ୍ଥ ରହିବ। ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ। ବୃଷ: ସାହସିକ ପଦକ୍ଷେପ…

ରାଶିଫଳ: ଆଜି ଚନ୍ଦ୍ର ଗ୍ରହଣରେ ଜାଣନ୍ତୁ କେଉଁ ରାଶି ଉପରେ ପଡୁଛି କି ପ୍ରଭାବ

ଶୁକ୍ରବାର ୧୯ ନଭେମ୍ବର କାର୍ତ୍ତିକ ପୂର୍ଣ୍ଣିମାରେ ଲାଗିବାକୁ ଯାଉଛି ବର୍ଷର ଶେଷ ଚନ୍ଦ୍ରଗ୍ରହଣ। ଏହି ଗ୍ରହଣ ସବୁଠାରୁ ଲମ୍ବା ଚନ୍ଦ୍ରଗ୍ରହଣ ହେବ। ଏହି ବିରଳ ମହାଜାଗତିକ ଘଟଣା ୫୮୦ ବର୍ଷରେ ପ୍ରଥମ ଥର ଦୃଶ୍ୟମାନ ହେବାକୁ ଯାଉଛି। ଜ୍ୟୋତିର୍ବିଜ୍ଞାନ ଦୃଷ୍ଟିକୋଣରୁ ଏହି ଚନ୍ଦ୍ରଗ୍ରହଣ ଅଧିକ…

ଆଜିର ରାଶିଫଳ, ଦିନଟି କେମିତି କଟିବ ଏବେଠୁ ଜାଣନ୍ତୁ

ମେଷ: ଆଜି ଆପଣ ନିଜର କାର୍ଯ୍ୟ ପଦ୍ଧତି ପରିବର୍ତ୍ତନ କରିବେ। ଯୋଜନା ବଦଳିଯିବା ସାଙ୍ଗକୁ ଗସ୍ତ ମଧ୍ୟ ସ୍ଥଗିତ ରହିଯାଇପାରେ। ଯାନ ବାହନ, ଗୃହସୀମା, ସଭାସମିତି, ଜମିଜମା, ନିକଟ ସମ୍ପର୍କୀୟ କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ। ଯାହାକୁ ଅଧିକ ବିଶ୍ୱାସ କରୁଛନ୍ତି ସେହି ବ୍ୟକ୍ତି ଦ୍ୱାରା…

ଦିନ ଆରମ୍ଭରୁ ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ କିନ୍ତୁ କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକି ଯିବେ। ଅତୀତ ଘଟଣା, ସ୍ବାସ୍ଥ୍ୟହାନୀ କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ମହିଳାମାନେ କୌଣସି ଶୁଭ କାମରେ ଯୋଗ…

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ: ଗ୍ରହମାନଙ୍କର ସ୍ଥିତି, ଅବସ୍ଥିତି ଯୋଗୁ କମ୍‌ ପରିଶ୍ରମ କରିବେ। କିନ୍ତୁ ଅଧିକ ଲାଭ ପାଇବେ। ଆଶା ବାସ୍ତବିକତାର ରୂପ ନେବ। ଅସମ୍ପୂର୍ଣ୍ଣ କାମ ସମ୍ପୂର୍ଣ୍ଣ କରିବେ। ନୂଆ କାମ କରିବାକୁ ଚାହୁଁଥିଲେ ସଫଳ ହେବେ। କମ୍‌ ସମୟ ମଧ୍ୟରେ ଶୀର୍ଷରେ ପହଞ୍ଚିବେ। ଦେହ ଓ ମନ ସୁସ୍ଥ ରହିବ। ବୃଷ:…

ଜାଣନ୍ତୁ, ଆଜି ଆପଣଙ୍କ ରାଶିରେ କ’ଣ ଅଛି !

ମେଷ:କର୍ମକ୍ଷେତ୍ରରେ ଆକସ୍ମିକ କେତେକ ସମସ୍ୟା କାରଣରୁ ପୂର୍ବ ସ୍ଥିରୀକୃତ କାର୍ଯ୍ୟ ସ୍ଥଗିତ ରହିପାରେ। ବନ୍ଧୁଙ୍କ ସାହାଯ୍ୟ, ସହଯୋଗର ଅଭାବ ନ ଥିଲେ ମଧ୍ୟ ପାରିବାରିକ ମନାନ୍ତର କାମକୁ ବିଗାଡ଼ି ଦେଇପାରେ। ଶତଭିଷା ନକ୍ଷତ୍ରର ଲୋକ ଆରୋଗ୍ୟଲାଭ କରିବା ସହ ରାଜନୀତିରେ ନୈତିକ ସମର୍ଥନ ହାସଲ…

ଆଜି କେମିତି କଟିବ ଆପଣଙ୍କ ସମୟ, ଜାଣନ୍ତୁ ?

ମେଷ: ଆଜିର ଦିନ ଅତ୍ୟନ୍ତ ଶୁଭ। ରାଜଯୋଗ ରହିଛି। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ। ବୃଷ: ସାହସିକ ପଦକ୍ଷେପ ନେବେ।…

ଜାଣି ରଖନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ:  ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ। ବୃଷ:  ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ। ମିଥୁନ : ଆପଣଙ୍କ…

ଦିନ ଆରମ୍ଭରୁ ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ସମୟ

ମେଷ: ଆଜି ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ। ଦିନଟି ଆପଣଙ୍କର ଭଲରେ କଟିଯିବ ।…

ଦିନ ଆରମ୍ଭରୁ ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : ଆଜି ପରିସ୍ଥିତିରେ ପଡି ଆର୍ଥିକ ଅନଟନ, କାର୍ଯ୍ୟହାନୀ, ବିଭିନ୍ନ ପ୍ରକାରର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ। ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ଆଜିର ଯାତ୍ରା ସଫଳ ହେବ। ବୃଷ : ଆଜି…

ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ପୂରା ଦିନ

ମେଷ: ଦୁଃସାହସିକ ପଦକ୍ଷେପ ନେବେ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟୀ ହେବେ। ଆଶା ବାସ୍ତବତାରେ ପରିଣତ ହେବ। ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ। ନିଜ କାର୍ଯ୍ୟଦକ୍ଷତା ବଳରେ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ସମ୍ପାଦନା କରିବେ। ଉପରିସ୍ଥ କର୍ମଚାରୀଙ୍କ ସହଯୋଗରେ ପଦୋନ୍ନତି…