ଦେଶ ବିଦେଶ

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, ପାଟନା ହସ୍ପିଟାଲରେ ଭର୍ତ୍ତି

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା । ଆଜି ସକାଳେ ହଠାତ୍‌ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ପାଟନାର ମେଦାନ୍ତା ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।…

7 days ago

ଅଯୋଧ୍ୟାରୁ ଦର୍ଶନ ସାରି ଫେରୁଥିଲେ; ରାସ୍ତାରେ କାର୍‌ରେ ଲାଗିଲା ନିଆଁ, ଜୀବନ୍ତ ଦଗ୍ଧ ହେଲେ ପତ୍ନୀ

ବିହାରର ସାରଣ ଜିଲ୍ଲାର ଛାପରାରେ ଏକ ହୃଦୟବିଦାରକ ଘଟଣା ଘଟିଛି । ଏଠାରେ ଏକ ଚଳନ୍ତା କାର୍‌ରେ ନିଆଁ ଲାଗି ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି…

1 week ago

ଆତିଥ୍ୟ ପାଇଁ ଇଟାଲୀ ସରକାରଙ୍କୁ କୃତଜ୍ଞତା ଜଣାଇଲେ ମୋଦି, ଭିନ୍ନ ଅନ୍ଦାଜରେ ସେଲଫି ନେଲେ ମୋଦି ଏବଂ ମେଲୋନୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି-୭ ଶିଖର ସମ୍ମିଳନୀରେ ଭାରତ ପ୍ରତ୍ୟାବର୍ତ୍ତନ କରିଛନ୍ତି । ଇଟାଲୀରୁ ଫେରିବା ପରେ ସେଠିକାର ଆତିଥ୍ୟକୁ ନେଇ ସାଧାରଣ ଜନତା ଏବଂ ସରକାରଙ୍କୁ…

1 week ago

ଛତିଶଗଡ଼: ନାରାୟଣପୁରରେ ପୋଲିସ ଏନ୍‌କାଉଣ୍ଟରରେ ୮ ମାଓବାଦୀ ନିପାତ

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି । କୁତୁଲ ଏବଂ ଅବୁଝମାଡ଼ ଜଙ୍ଗଲରେ ପୋଲିସ ଏନକାଉଣ୍ଟରରେ…

1 week ago

କାଉ ବଂଶ ଲୋପ କରିବାକୁ ନିଷ୍ପତ୍ତି ନେଇଛନ୍ତି କେନିଆ ସରକାର, ଜାଣନ୍ତୁ କାହିଁକି

ଭାରତୀୟ କାଉଙ୍କ ବିରୋଧରେ ଯୁଦ୍ଧ ଆରମ୍ଭ କରିଛନ୍ତି କେନିଆ ସରକାର । କେନିଆ ବନ୍ୟପ୍ରାଣୀ ସେବା (କେଡବ୍ଲ୍ୟୁଏସ୍) କହିଛି ଯେ ଭାରତୀୟ କାଉ ଏକ ବିଦେଶୀ ପକ୍ଷୀ,…

1 week ago

ନିଟ୍‌ ପେପର ଲିକ୍‌ ମାମଲା : ପାଟନା EOU କଡ଼ା କାର୍ଯ୍ୟାନୁଷ୍ଠାନ, ୯ ଛାତ୍ରଙ୍କୁ ପଚରାଉଚରା ପାଇଁ ପଠାଇଲା ନୋଟିସ

ନିଟ୍‌ ପେପର ଲିକ୍‌ ମାମଲାରେ ପାଟନା EOU କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ୯ ପରୀକ୍ଷାର୍ଥୀଙ୍କ ପାଖକୁ ନୋଟିସ ପଠାଇଛି । ପେପର ଲିକ୍‌ ମାମଲାରେ ଯାଞ୍ଚ…

1 week ago

G-7 ସମ୍ମିଳନୀରେ ମୋଦି କ୍ରେଜ୍; ଦ୍ବି ପାକ୍ଷିକ ଏବଂ ଅନ୍ତର୍ଜାତୀୟ ପ୍ରସଙ୍ଗରେ କଲେ ଆଲୋଚନା

ନୂଆଦିଲ୍ଲୀ : G-7 ସମ୍ମିଳନୀରେ ମୋଦି କ୍ରେଜ୍ । ଜି-୭ର ସମସ୍ତ ରାଷ୍ଟ୍ରମୁଖ୍ୟଙ୍କୁ ସମ୍ମିଳନୀ ଅବସରରେ ଦ୍ବିପାକ୍ଷିକ ଭେଟି ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ । ଆମେରିକା ରାଷ୍ଟ୍ରପତି…

1 week ago

ଆତଙ୍କୀ ଟାର୍ଗେଟରେ ଅଯୋଧ୍ୟା ରାମ ମନ୍ଦିର, ଜୈସ-ଏ-ମହମ୍ମଦ ସଂଗଠନ ଦେଲା ବିସ୍ଫୋରଣ ଧମକ

ଭାରତରେ ଗତ କିଛିଦିନ ହେଲାଣି ଲଗାତାର ଆତଙ୍କବାଦୀ ଆକ୍ରମଣ ଘଟଣା ସାମ୍ନାକୁ ଆସୁଛି । ଗତ କିଛିଦିନରେ ଆତଙ୍କୀ ଭାରତର ୩ଟି ସ୍ଥାନରେ ଆକ୍ରମଣ କରିସାରିଛନ୍ତି ।…

1 week ago

ଜୁଲାଇ ୧ରୁ ଲାଗୁ ହେବ ଭାରତୀୟ ନ୍ୟାୟ ସଂହିତା, ଅକାମୀ ହେବ ପୁରୁଣା IPC ଓ CRPC

ଜୁଲାଇ ୧ରୁ ଲାଗୁ ହେବ ଭାରତୀୟ ନ୍ୟାୟ ସଂହିତା । ଏହି ପରିପ୍ରେକ୍ଷିରେ ସବୁ ରାଜ୍ୟର ଡ଼ିଜିଙ୍କ ସହ ବୈଠକ କରିଛନ୍ତି କେନ୍ଦ୍ର ଗୃହ ସଚିବ ।…

1 week ago

ସିକ୍କିମରେ ପ୍ରବଳ ବର୍ଷା ଏବଂ ଭୂସ୍ଖଳନ: ୬ ମୃତ, ଫସିଛନ୍ତି ୧୫୦୦ ପର୍ଯ୍ୟଟକ

ସିକ୍କିମରେ ଲଗାତାର ବର୍ଷା ଯୋଗୁଁ ପରିସ୍ଥିତି ଖରାପ ହୋଇଛି । ଏଠାରେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଅତିକମରେ ୧୫୦୦ ପାଖାପାଖି ପର୍ଯ୍ୟଟକ ଫସିଥିବା ସୂଚନା…

1 week ago