ଦେଶ ବିଦେଶ

ପାଟନା: ୧୭ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ଗଙ୍ଗା ନଦୀରେ ଓଲଟିଲା, ୬ ନିଖୋଜ; ଚାଲିଛି ରେସ୍‌କ୍ୟୁ ଅପରେସନ

ବିହାରରେ ବଡ଼ ଧରଣର ନୌକା ଦୁର୍ଘଟଣା । ପାଟନାର ବାଢ଼ରେ ଉମାନାଥ ଘାଟରେ ଏକ ଯାତ୍ରୀବାହୀ ଡଙ୍ଗା ଗଙ୍ଗା ନଦୀରେ ବୁଡ଼ି ଯାଇଛି । ଏହି ଡଙ୍ଗାରେ…

6 days ago

ଆମେରିକାର ଓ୍ଵାଟର ପାର୍କରେ ଫୁଟିଲା ଗୁଳି, ୨ ଶିଶୁଙ୍କ ସମେତ ୮ ଜଣ ଆହତ

ଆମେରିକାରେ ପୁଣି ଫୁଟିଲା ଗୁଳି । ମିଶିଗନର ସବୁଠୁ ବଡ଼ ସହର ଡେଟ୍ରୋଇଟ୍ ନିକଟରେ ଥିବା ଏକ ୱାଟର ପାର୍କରେ ଶନିବାର ଭୟଙ୍କର ଗୁଳିକାଣ୍ଡ ଘଟିଛି ।…

6 days ago

ଜମ୍ମୁ ଅଞ୍ଚଳରୁ ଆତଙ୍କବାଦ ମୂଳପୋଛ ନେଇ ବିଗ୍‌ ପ୍ଲାନ…ଆଜି ଅମିତ୍‌ ଶାହ କରୁଛନ୍ତି ଉଚ୍ଚ ସ୍ତରୀୟ ବୈଠକ

ଜମ୍ମୁ ଅଞ୍ଚଳରେ ନିକଟରେ ହୋଇଥିବା ଆତଙ୍କବାଦ ଘଟଣା ଏବଂ ଅମରନାଥ ଯାତ୍ରାର ସୁରକ୍ଷାକୁ ନେଇ ଆଜି ଗୃହ ମନ୍ତ୍ରଣାଳୟରେ ବସୁଛି ଏକ ଉଚ୍ଚ ସ୍ତରୀୟ ବୈଠକ ।…

6 days ago

ଆଜି ୟୁପିଏସସି ସିଭିଲ ସର୍ଭିସ ପ୍ରିଲିମ ପରୀକ୍ଷ, କପି ରୋକିବା ପାଇଁ କଡ଼ାକଡ଼ି ଯାଞ୍ଚ ବ୍ୟବସ୍ଥା

ଆଜି ୟୁପିଏସସି ସିଭିଲ ସର୍ଭିସ ପ୍ରିଲିମ ପରୀକ୍ଷା । ଦୁଇଟି ସିଟଂରେ ପରୀକ୍ଷା ହେବ। ପ୍ରଥମ ସିଟିଂ ପରୀକ୍ଷା ଆରମ୍ଭ ହୋଇଛି । ସାଢ଼େ ୯ଟାରୁ ସାଢ଼େ…

6 days ago

ଉପବାଚସ୍ପତି ପଦ ପାଇଁ ବିରୋଧୀ ଦଳଙ୍କ ଦାବି, ନହେଲେ ବାଚସ୍ପତି ନିର୍ବାଚନ ଲଢ଼ିବାକୁ ଘୋଷଣା

ନୂଆଦିଲ୍ଲୀ:ଚସ୍ପତି ପଦକୁ ନେଇ ତେଜିଲା ବିବାଦ। ଆସନ୍ତା ୨୪ ତାରିଖରୁ ଆରମ୍ଭ ହୋଇ ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ଚାଲିବ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ ।…

6 days ago

ରାଜଧାନୀ ଦିଲ୍ଲୀରେ ପାଣି ପାଇଁ ହାହାକାର: ପାଇପରେ ଆସୁନି ପାଣି, ଟ୍ୟାଙ୍କର ଉପରେ ଭରସା

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ପାଣି ପାଇଁ ହାହାକାର । ଅଧିକାଂଶ ସ୍ଥାନରେ ଜଳ ସଂକଟର ବିକଳ ଚିତ୍ର । ପାଇପରେ ଆସୁନି ପାଣି । ଟ୍ୟାଙ୍କର ଉପରେ…

6 days ago

ସ୍ୱାତି ମାଲିଓ୍ଵାଲ ମାମଲା: ଜୁନ୍‌ ୨୨ ଯାଏ ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ଆମ୍‌ ଆଦ୍‌ମୀ ପାର୍ଟିର ରାଜ୍ୟସଭା ସାଂସଦ ସ୍ୱାତି ମାଲିଓ୍ଵାଲଙ୍କ ମାମଲାରେ ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲାର ଅଭିଯୁକ୍ତ ତଥା…

7 days ago

ସିଏମ୍‌ଙ୍କ ପତ୍ନୀ ସୁନୀତା କେଜ୍ରିଓ୍ଵାଲଙ୍କୁ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ‘ସୋସିଆଲ ମିଡିଆରୁ ହଟାଅ ଏହି ଭିଡିଓ’

ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପତ୍ନୀ ସୁନୀତା କେଜ୍ରିୱାଲଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ । ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରୁ ଏକ ଭିଡିଓ ହଟାଇବାକୁ କୋର୍ଟ ନିର୍ଦ୍ଦେଶ…

7 days ago

ଉତ୍ତରାଖଣ୍ଡ: ରୁଦ୍ରପ୍ରୟାଗରେ ନଦୀକୁ ଖସିଲା ଯାତ୍ରୀବାହୀ ଗାଡି, ୧୦ ମୃତ

ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗ ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା । ଏକ ଯାତ୍ରୀବାହୀ ଗାଡି ଅଳକାନନ୍ଦା ନଦୀରେ ଖସିପଡିଥିବା ଖବର ମିଳିଛି । ଗାଡିରେ ୨୩ ଜଣ ଲୋକ ଥିଲେ…

7 days ago

କାଶ୍ମୀରକୁ ନେଇ ଉତ୍ତେଜିତ ଭାଷଣ, ବଢ଼ିଲା ଲେଖିକା ଅରୁନ୍ଧତୀ ରାୟଙ୍କ ସମସ୍ୟା; ଚାଲିବ UAPA ଅଧୀନରେ ମକଦ୍ଦମା

ବିଶିଷ୍ଟ ଲେଖିକା ଅରୁନ୍ଧତୀ ରାୟଙ୍କ ବିରୋଧରେ UAPA (ୟୁଏପିଏ) ଅଧୀନରେ ମକଦ୍ଦମା ଚାଲିବ । ଦିଲ୍ଲୀ ଏଲ୍‌ଜି ଭି.କେ. ସକ୍ସେନା ଗତକାଲି ଏହାକୁ ମଞ୍ଜୁରି ଦେଇଛନ୍ତି ।…

7 days ago