Browsing Category

ଦେଶ ବିଦେଶ

NTA କୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ, ୮ ଜୁଲାଇରେ ହେବ ପରବର୍ତ୍ତୀ ଶୁଣାଣି

NEET ପରୀକ୍ଷାକୁ ନେଇ ଦାଖଲ ହୋଇଥିବା ଆବେଦନର ଶୁଣାଣି ଆଜି ସୁପ୍ରିମକୋର୍ଟ ହୋଇଛି । NEET କାଉନସେଲିଂ ଉପରେ ରୋକ୍ ଲାଗିବନି ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି । କେବଳ ସେତିକି ନୁହେଁ ଏହି ପରୀକ୍ଷାକୁ ରଦ୍ଦ ମଧ୍ୟ କରାଯିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି । ଏନେଇ NTA କୁ ନୋଟିସ୍…

ନିଜ ଜନ୍ମଦିନରେ ୭୭ ପାଉଣ୍ଡ୍‌ର କେକ୍‌ କାଟିବେ ଲାଲୁ ଯାଦବ, ପରିବାର ସହ ମଧ୍ୟରାତ୍ରିରେ ପାଳିଲେ ବାର୍ଥ ଡେ’

ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି)ର ମୁଖ୍ୟ ତଥା ପୂର୍ବତନ ରେଳ ମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କର ଆଜି ୭୭ତମ ଜନ୍ମଦିନ । ଏହି ଅବସରରେ ଲାଲୁ ଯାଦବ ନିଜ ପାଟନା ବାସଭବନରେ ରାତି ୧୨ଟା ବେଳେ ଜନ୍ମଦିନ ପାଳନ କରିଥିଲେ । ସେ ପରିବାର ସଦସ୍ୟଙ୍କ ସହ କେଟ୍‌ କାଟିଥିଲେ । ପରିବାର ସହିତ ଲାଲୁ…

‘ବାପା ମୋ ଜୀବନ…’, ମନ୍ତ୍ରୀ ହେବା ପରେ ଚିରାଗ ପାସଓ୍ଵାନ ସେୟାର କଲେ ଭାବପ୍ରବଣ ପୋଷ୍ଟ

ଚିରାଗ ପାସୱାନ ପ୍ରଥମ ଥର ମୋଦି କ୍ୟାବିନେଟ୍‌ରେ ମନ୍ତ୍ରୀ ହୋଇଛନ୍ତି । ମୋଦିଙ୍କ ତୃତୀୟ ପାଳି କ୍ୟାବିନେଟରେ ଚିରାଗଙ୍କୁ ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରଣାଳୟର ଦାୟିତ୍ୱ ମିଳିଛି । ତାଙ୍କୁ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରୀ କରାଯାଇଛି । ଚିରାଗଙ୍କ ବାପା ରାମବିଳାସ ପାସୱାନ ଉପଭୋକ୍ତା…

ନିର୍ବାଚନ ଜିତିବା ପରେ ପପୁଙ୍କ ନାମରେ ଗୁରୁତର ଅଭିଯୋଗ, ବ୍ୟବସାୟୀଙ୍କୁ ମାଗୁଥିଲେ ୧ କୋଟି ଟଙ୍କା

ବିହାର ପୂର୍ଣ୍ଣିୟାରୁ ନବନିର୍ବାଚିତ ସାଂସଦ ରାଜେଶ ରଂଜନ ଓରଫ ପପୁ ଯାଦବଙ୍କ ପିଛା ଛାଡ଼ୁନି ବିବାଦ । ନିର୍ବାଚନ ଜିତିବାର ମାତ୍ର ୬ ଦିନ ପରେ ସାଂସଦ ଆସିଛି ସାଂଘାତିକ ଅଭିଯୋଗ । ଜୁନ୍‌ ୧୦ରେ ତାଙ୍କ ନାମରେ ଅଭିଯୋଗ ହୋଇଛି । ନିର୍ବାଚନ ଜିତିବା ପରେ ଜଣେ ବ୍ୟବସାୟୀ ପପୁଙ୍କ ନାଁରେ ଗୁରୁତର…

ମହାରାଷ୍ଟ୍ର: ସରାବଲୀରେ ସାନିଟାରୀ ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ସବୁ ଜଳିପୋଡି ପାଉଁଶ

ମହାରାଷ୍ଟ୍ରର ଥାନେ ଅଞ୍ଚଳରେ ଥିବା ସରାବଲୀ MIDC ରେ ଏକ ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ ଲାଗିଛି । ଘଟଣା ସ୍ଥଳରେ ଦମକଳ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିଛି । ନିଆଁ ଲାଗିବା ପରେ ଲୋକମାନେ ଏଣେତେଣେ ଦୌଡିଥିଲେ । ନିଆଁ କେମିତି ଲାଗିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ । ତେବେ ନିଆଁ କେହି…

ମୋଦିଙ୍କ ୩-୦ କ୍ୟାବିନେଟରେ କାହାକୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ: ମୋଦିଙ୍କ ତୃତୀୟ ଇନିଂସରେ ମନ୍ତ୍ରୀମାନେ ଶପଥ ନେବା ପରେ ଆଜି ସେମାନଙ୍କ ବିଭାଗ ବଣ୍ଟନ କରାଯାଇଛି । ଆସନ୍ତୁ ନଜର ପକାଇବା କିଏ କେଉଁ ଦାୟିତ୍ୱରେ ରହିଲେ । ଅମିତ ଶାହ-ଗୃହ ମନ୍ତ୍ରୀ ରାଜନାଥ ସିଂହ-ପ୍ରତିରକ୍ଷା ମନ୍ତ୍ରୀ ଶିବରାଜ ସିଂହ ଚୌହାନ- କୃଷି ଓ ଗ୍ରାମୀଣ ବିକାଶ ଏସ୍‌.…

ଗାନ୍ଧି ପରିବାରକୁ ଭେଟିଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା; ସୋନିଆ ଗାନ୍ଧିଙ୍କୁ କଲେ ଆଲିଙ୍ଗନ,…

କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷ ସୋନିଆ ଗାନ୍ଧି ସୋମବାର ନୂଆଦିଲ୍ଲୀରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଭେଟିଛନ୍ତି । ଏହି ସାକ୍ଷାତ ସମୟରେ ତାଙ୍କ ସହିତ ରାଏବରେଲିରୁ ନବନିର୍ବାଚିତ ସାଂସଦ ରାହୁଲ ଗାନ୍ଧି ଏବଂ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧି ମଧ୍ୟ ଉପସ୍ଥିତ ଥିଲେ…

ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ଉତ୍ସବରେ ବୁଲୁଥିଲା ଜନ୍ତୁ, କିଏ କହୁଛି ବାଘ ତ କିଏ କହୁଛି ବିଲେଇ ?

ରାଷ୍ଟ୍ରପତି ଭବନରେ ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିବା ବେଳେ ତାଙ୍କ ସହ ଆଉ ୭୧ ଜଣ ମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରିଛନ୍ତି । ମନ୍ତ୍ରୀମାନେ ଶପଥ ନେବା ସମୟରେ ସମସ୍ତଙ୍କ ନଜର ରହିଥିବା ବେଳେ କ୍ୟାମେରାରେ କିଛି ଏମିତି ଦୃଶ୍ୟ…

ଘୁମେଇ ପଡ଼ିଲେ ଡ୍ରାଇଭର, ଡମ୍ପର ସହ ପଛପଟୁ ପିଟି ହେଲା ବସ୍‌; ଚାଳକଙ୍କ ସମେତ ୪ ମୃତ

ଉତ୍ତର ପ୍ରଦେଶର ଗାଜିପୁରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଅଯୋଧ୍ୟାରୁ ରାମଲାଲାଙ୍କ ଦର୍ଶନ ସାରି ବିହାର ଫେରୁଥିବା ବେଳେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାର ଶିକାର ହୋଇଛି । ଏଠାରେ ବସ୍‌ଟି ଏକ ଡମ୍ପରକୁ ପଛପଟୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ବସ୍‌ ଚାଳକଙ୍କ ସମେତ ୪ ଜଣଙ୍କର…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ପରେ ପାକିସ୍ତାନରୁ ଆସିଲା ଶୁଭେଚ୍ଛା ବାର୍ତ୍ତା, ଏମିତି ଲେଖିଲେ ପାକ୍‌…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସମଗ୍ର ମନ୍ତ୍ରୀମଣ୍ଡଳ ସହିତ ଶପଥ ଗ୍ରହଣ କରିଛନ୍ତି । ଜୁନ୍ ୪ରେ ଲୋକସଭା ନିର୍ବାଚନର ଫଳାଫଳ ଘୋଷଣା ପରଠାରୁ ଦେଶ ଏବଂ ବିଦେଶରୁ ନେତାମାନେ ଏନ୍‌ଡିଏର ବିଜୟ ପାଇଁ ଅଭିନନ୍ଦନ ଜଣାଉଛନ୍ତି । ଏହାରି ଭିତରେ ପଡ଼ୋଶୀ ଦେଶ ପାକିସ୍ତାନର ପ୍ରଧାନମନ୍ତ୍ରୀ…

ନିର୍ବାଚନ କମିଶନଙ୍କ ଘୋଷଣା: ୭ଟି ରାଜ୍ୟର ୧୩ ବିଧାନସଭା ଆସନରେ ହେବ ଉପନିର୍ବାଚନ, ଜୁଲାଇ ୧୦ରେ ଭୋଟ

ନିର୍ବାଚନ କମିଶନ ଦେଶର ୭ଟି ରାଜ୍ୟର ୧୩ଟି ବିଧାନସଭା ଆସନରେ ଉପନିର୍ବାଚନ କରିବାକୁ ଘୋଷଣା କରିଛନ୍ତି । ନିର୍ବାଚନ କମିଶନ ବିହାର, ପଶ୍ଚିମବଙ୍ଗ, ମଧ୍ୟପ୍ରଦେଶ, ତାମିଲନାଡୁ, ଉତ୍ତରାଖଣ୍ଡ, ପଞ୍ଜାବ ଏବଂ ହିମାଚଳ ପ୍ରଦେଶରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି । ଏହି ୧୩ ସିଟରେ…

ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ସମୟ ସନ୍ଧ୍ୟା କାହିଁକି ! କଣ ରହିଛି ଏହା ପଛର କାରଣ ?

ଭାରତୀୟ ଗଣତନ୍ତ୍ରରେ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି । ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନରେନ୍ଦ୍ର ମୋଦି । ମୁଁ ନରେନ୍ଦ୍ର ଦାମୋଦରଦାସ ମୋଦି ଈଶ୍ୱରଙ୍କ ଶପଥ ନେଉଛି ବିଧି ଦ୍ୱାରା ସ୍ଥାପିତ ଭାରତର ସମ୍ବିଧାନ ପ୍ରତି ସତ୍ୟ ଓ ନିଷ୍ଠା ରଖିବି । ଭାରତର…