ମୁଁ ତୁମମାନଙ୍କ କଷ୍ଟ କଳ୍ପନା କରିପାରୁଛି… ଫାଇନାଲରୁ ହାରିବା ପରେ ଟିମ ଖେଳାଳିଙ୍କ ମନୋବଳ ବଢାଇଲେ ସଚିନ ତେନ୍ଦୁଲକର :…
ବିଶ୍ୱକପ ଫାଇନାଲରେ ଭାରତ ହାରିବା ପରେ ସଚିନ ତେନ୍ଦୁଲକରଙ୍କ ପ୍ରତିକ୍ରିୟା ସୋସିଆଲ ମିଡିଆରେ ଭାଇରଲ ହେଉଛି । ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ଟିମ୍ ଖେଳାଳିଙ୍କ ମନୋବଳ ବଢାଇଛନ୍ତି । ଫାଇନାଲରେ ଟିମ୍ ଅଷ୍ଟ୍ରେଲିଆ ଠାରୁ ୬ ଓ୍ଵିକେଟରେ ହାରିବା ପରେ ଖେଳାଳିଙ୍କ ମନୋବଳ ବଢାଇବା ପାଇଁ…