ଜିନ୍ସ ପିନ୍ଧୁଛନ୍ତି କି ? ହୋଇଯାଆନ୍ତୁ ସାବଧାନ ଭୋଗି ପାରନ୍ତି ଏହି ଅସୁବିଧା
ବର୍ତ୍ତମାନର ଦୁନିଆରେ ପ୍ରାୟ ସମସ୍ତେ ଜିନ୍ସ ପେଣ୍ଟ୍ ପରିଧାନ କରିଥାନ୍ତି। ପୁରୁଷ ହୁଅନ୍ତୁ ବା ମହିଳା ସମସ୍ତେ ଜିନ୍ସ ପିନ୍ଧିବାକୁ ପସନ୍ଦ କରନ୍ତି। ଏମିତିକି ସମସ୍ତଙ୍କ ପାଖରେ ଏକରୁ ଅଧିକ ଜିନ୍ସ ରହିବା ଏବେ ଏକ ସାଧାରଣ କଥା। ତେବେ ଆପଣ ଦେଖିଥିବେ ପୁରୁଷଙ୍କ ଅପେକ୍ଷା ମହିଳା ଅଧିକ ଟାଇଟ୍…