ନିର୍ବାଚନ ଋତୁ ଥିବାରୁ ଖରାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ସତର୍କ କଲେ SRC
ଭୁବନେଶ୍ବର(କେନ୍ୟୁଜ୍): ସାଧାରଣ ନିର୍ବାଚନ ୨୦୨୪ ବେଳେ ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ସତର୍କ କଲେ ସ୍ବତନ୍ତ୍ର ରିଲିଫ କମିସନର ସତ୍ୟବ୍ରତ ସାହୁ । ଗ୍ରୀଷ୍ମପ୍ରବାହ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାରୁ ଚିଠି ଲେଖି ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ କରିଛନ୍ତି…