Browsing Category

ରାଜ୍ୟ

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ ପୋଷ୍ଟର ।  ପୋଷ୍ଟରରେ ତେଲୁଗୁ ଭାଷାରେ ଲେଖାଯାଇଛି । ଏହି ପୋଷ୍ଟରଟି ସିପିଆଇ ମାଓବାଦୀ ପକ୍ଷରୁ ଲଗାଯାଇଥିବା ସେଥିରେ ଦର୍ଶାଯାଇଛି । ଏଥିରେ ପୂର୍ବ ସରକାର ବିରୋଧରେ…

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ ପଡ଼ିଛନ୍ତି । ସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ୫୯ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି । ଗତ କାଲି ପର୍ଯ୍ୟନ୍ତ ଏହି ସଂଖ୍ୟା ୪୯ ରହିଥିଲା ।…

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ ବ୍ୟକ୍ତି ଜଣକ ହେଲେ ସାଲେବରଟ ଗାଁର ସ୍ୱାଦ ରଣା । ମୃତ ସ୍ୱାଦଙ୍କୁ ପଥରରେ ଛେଚି ନିର୍ମମ ଭାବେ ହତ୍ୟା କରାଯାଇଛି । ସ୍ୱାଦଙ୍କ ସଂପର୍କୀୟ ଭାଇ ମାନେ…

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ ଏକ ଘରୋଇ କଲେଜ ନିକଟରେ ହତ୍ୟାକାଣ୍ଡ ହୋଇଛି । ରାସ୍ତା କଡ଼ରୁ ରକ୍ତାକ୍ତ ମୃତଦେହ ଉଦ୍ଧାର କଲା ପୋଲିସ । ମୃତ ଘର ମାଲିକ ସୁଶାନ୍ତ ଶତପଥୀ । ପୋଲିସ ତାଙ୍କୁ…

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍ ଓ କିସ୍ ର ୨ହଜାରରୁ ଅଧିକ କର୍ମଚାରୀ ସାମିଲ ହୋଇ ଯୋଗାଭ୍ୟାସ କରିଥିଲେ । କିଟ୍ ଓ କିସ୍ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ ଏଥିରେ ସାମିଲ ହୋଇ ଯୋଗର ମହତ୍ବ ସଂପର୍କରେ…

ଆସନ୍ତାକାଲି ସ୍ନାନପୂର୍ଣ୍ଣିମା: ଭୋର ୪ ଟାରୁ ୬ଟା ମଧ୍ଯରେ ହେବ ମହାପ୍ରଭୁଙ୍କ ପହଣ୍ଡି ବିଜେ

ପୁରୀ (କେନ୍ୟୁଜ):  ଦିନକ ପରେ ମହାପ୍ରଭୁଙ୍କ ପବିତ୍ର ସ୍ନାନପୂର୍ଣ୍ଣିମା । ରତ୍ନବେଦୀ ଛାଡି ସ୍ନାନବେଦୀରେ ୧୦୮ ଗଡୁ ସୁବାସିତ ଜଳରେ ପ୍ରତ୍ୟକ୍ଷ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି। ହାତୀ ବେଶରେ ଦର୍ଶନ ଦେବେ ମହାପ୍ରଭୁ । ଶୃଙ୍ଖଳିତ ନୀତି ଉପରେ ଗୁରୁତ୍ବ ଦିଆଯାଇଛି । ମଙ୍ଗଳାର୍ପଣ ଭୋର ୩ଟା…

କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ: ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (କେନ୍ୟୁଜ): ଆଜି ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ ।  ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ ପାଳିତ ହୋିଇଛି ।  ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ତାଙ୍କ ସହିତ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଓ…

ବାଲେଶ୍ବରରେ କର୍ଫ୍ୟୁ ବଳବତ୍ତର, ସକାଳ ୬ଟାରୁ ଦିନ ୧୨ଟା ଯାଏଁ କୋହଳ

ବାଲେଶ୍ବର (କେନ୍ୟୁଜ); ବାଲେଶ୍ବର ସହରରେ ଆଉ ୬ ଘଣ୍ଟା କୋହଳ ହେଲା କର୍ଫ୍ୟୁ । ସକାଳ ୬ଟାରୁ ଦିନ ୧୨ଟା ଯାଏଁ କର୍ଫ୍ୟୁ କୋହଳ କରାଯାଇଛି । ଏହି ସମୟରେ ଆବଶ୍ୟକ ଜିନିଷପତ୍ର କିଣିପାରିବେ ଲୋକ। ଗତକାଲି ସକାଳ ୭ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ କରାଯାଇଥିଲା । କର୍ଫ୍ୟୁ କୋହଳ ପରେ…

ଓଡ଼ିଶାରେ ସକ୍ରିୟ ହେଲା ମୌସୁମୀ, ଆଜିଠାରୁ ତିନିଦିନ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ସରିଲା ଅପେକ୍ଷା ।  ଓଡ଼ିଶାରେ ସକ୍ରିୟ ହେଲା ମୌସୁମୀ ।  ତାତିରୁ ମିଳିଲା ଆଶ୍ବସ୍ତି । ଦୀର୍ଘଦିନ ପରେ ମାଲକାନଗିରିରେ ଅଟକି ଥିବା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସାମାନ୍ୟ ଆଗକୁ ବଢିଛି । କୋରାପୁଟ, କଳାହାଣ୍ଡି, ଗଞ୍ଜାମ, ଗଜପତି ଜିଲ୍ଲାକୁ ସ୍ପର୍ଶ କରିଛି ମୌସୁମୀ ।…

ରାଜଧାନୀର ଏକ ଆପାର୍ଟମେଣ୍ଟରୁ ମହିଳାଙ୍କୁ ଅପହରଣ ଅଭିଯୋଗ ! ମୁଣ୍ଡ ଜାମିନ ରଖି ଏକ କୋଟି ମାଗୁଛନ୍ତି ଅପହରଣକାରୀ

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ଚାଞ୍ଚଲ୍ୟ । ଚନ୍ଦକା ଥାନା ଗୋଠପାଟଣା ଅଞ୍ଚଳର ଜଣେ ମହିଳାଙ୍କୁ ଅପହରଣ ଅଭିଯୋଗ । ମୁଣ୍ଡ ଜାମିନ ରଖି କୋଟିଏ ଟଙ୍କା ଦାବି କଲେ ଅପହରଣକାରୀ । ଏନେଇ ଚନ୍ଦକା ଥାନାରେ ଅଭିଯୋଗ କରିଛନ୍ତି ମହିଳାଙ୍କ ବାପା । ଘଟଣାକୁ ୩୬ ଘଣ୍ଟା ବିତିଯାଇଥିଲେ ବି ପୋଲିସ ହାତ…

ମଧ୍ୟାହ୍ନ ଭୋଜନ ଖାଇ ୨୦ ପିଲା ଅସୁସ୍ଥ, ଡ଼ାକ୍ତରଖାନାରେ ଭର୍ତ୍ତି

ଜଳେଶ୍ବର:  ବାଲେଶ୍ବର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ପଥ ଦୁର୍ଗା ପ୍ରାର୍ଥମିକ ବିଦ୍ୟାଳୟରେ ବିଷାକ୍ତ ମଧ୍ୟାହ୍ନ ଭୋଜନ ଖାଇ ୨୦  ପିଲା ଅସୁସ୍ଥ । ସେମାନଙ୍କୁ ବସ୍ତା ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ଆଜି ଛାତ୍ରଛାତ୍ରୀମାନେ ମଧ୍ୟାହ୍ନ ଭୋଜନ ଖାଉଥିବା ବେଳେ…

ଆଗକୁ ବଢ଼ିଲା ମୌସୁମୀ, କୋରାପୁଟ ଛୁଇଁବା ପରେ ନିଷ୍କ୍ରିୟ ହୋଇଯାଇଥିଲା

ଭୁବନେଶ୍ବର : ଆଗକୁ ବଢ଼ିଲା ମୌସୁମୀ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି। ଓଡ଼ିଶା, ବିଦର୍ଭ, ଛତିଶଗଡ଼, ପଶ୍ଚିମବଙ୍ଗ ଓ ବିହାରର ଆଉ କିଛି ଭାଗକୁ ମୌସୁମୀ ପରିବ୍ୟାପ୍ତ ହୋଇଛି । ଏନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ମାଲକାନଗିରି ଓ କୋରାପୁଟ ଛୁଇଁବା ପରେ ନିଷ୍କ୍ରିୟ…