ରାଜ୍ୟରେ ଆଉ ୧ହଜାର ୫୮ ପଜିଟିଭ୍ ଚିହ୍ନଟ, ୬୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧ହଜାର ୫୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ପଜିଟିଭିଟି ରେଟ୍ ରହିଛି ୧.୫୩ ପ୍ରତିଶତ । ଯାହାକି ଗତକାଲି ଥିଲା ୧.୬୪ ପ୍ରତିଶତ । ୨୪ ଘଣ୍ଟାରେ ୬୯ ହଜାର ୩୫ ଟେଷ୍ଟିଂ ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୩୭୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି…