ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ, ଆସିଲା ୨.୪୩ ଲକ୍ଷ କୋଟିର ନିବେଶ ପ୍ରସ୍ତାବ
ଭୁବନେଶ୍ବର: ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ । ଆସିଲା ୨ଲକ୍ଷ ୪୩ ହଜାର ୧୬୨ କୋଟି ଟଙ୍କାର ନିବେଶ ପ୍ରସ୍ତାବ । ୬ ଲକ୍ଷ ୧୮ ହଜାର ୭୨୫ ନିଯୁକ୍ତି ସମ୍ଭାବନା । ଆବୁଧାବୀ ଓ ଦୁବାଇରେ ଅନୁଷ୍ଠିତ ତିନିଦିନିଆ କାର୍ଯ୍ୟକ୍ରମରେ ୫୨ ଟି ଓ୍ଵାନ୍-ଅନ୍-ଓ୍ଵାନ୍ ନିବେଶକ ବୈଠକ ଓ ରାଉଣ୍ଡ…