Browsing Category

ରାଜ୍ୟ

ଭୁବନେଶ୍ୱରରୁ ୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ନୂଆ କରୋନା ପଜିଟିଭ୍ ମାମଲା ସାମ୍ନାକୁ ଆସିଥିବା ନେଇ କୁହାଯାଇଛି । ବିଏମସି ନିଜର ଟ୍ୱିଟର ଏନେଇ ସୂଚନା ଦେଇ କହିଛି କି, ଆଜି ଭୁବନେଶ୍ୱରରେ ୨ଟି ନୂଆ ମାମଲା ଆସିଛି। ତେବେ ସୂଚନା ଥାଉକି ବିଏମସି ଅଞ୍ଚଳରେ ୯୮…

ପଞ୍ଜାବ ପଟୁ ସୃଷ୍ଟି ହୋଇଛି ଟ୍ରପ୍‌ ଲାଇନ୍‌, ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ପଞ୍ଜାବ ପଟୁ ଏକ ଟ୍ରପ୍‌ ଲାଇନ୍‌ ସୃଷ୍ଟି ହୋଇଥିବାରୁ ଆଜି ରାଜ୍ଯର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସୂଚନା ଥାଉକି,  ବର୍ତ୍ତମାନ ସବୁ ଆଡେ ଜାରି ରହିଛି ମୌସୁମୀ ବର୍ଷା । ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ପୁରୀରେ ଆଜି…

ଗୁଣ୍ଡିଚା ଘର ଅଭିମୁଖେ ଯାତ୍ରା ଆରମ୍ଭ, ବଡଦାଣ୍ଡରେ ଗଡିଲା ରଥ

ପୁରୀ: ବଡଦାଣ୍ଡରେ ଗଡିଲା ରଥ । ପ୍ରଥମେ ବଡ ପ୍ରଭୁ ବଳଭଦ୍ରଙ୍କ ରଥ ଟଣା ଆରମ୍ଭ ହୋଇଛି । ତିନି ରଥରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରା ପହଁରା କରିବା ପରେ ତାଳଧ୍ବଜ ରଥ ଟଣା ଆରମ୍ଭ ହୋଇଛି। ବିନା ଭକ୍ତରେ ଆଗକୁ ଆଗକୁ ଗଡି ଚାଲିଛି ରଥ । ଆଗେ ଆଗେ ଗଡି ଚାଲିଛି ଶ୍ରୀବଳଦେବଙ୍କ ତାଳଧ୍ୱଜ…

ଆସନ୍ତା ୨୫ ତାରିଖରେ ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ

ସମ୍ବଲପୁର:ଦୀର୍ଘ ୧୬ ବର୍ଷ ପରେ ପ୍ରଥମ କରି ଜୁନ୍‌ ମାସରେ ହୀରାକୁଦରୁ ବନ୍ୟାଜଳ ନିଷ୍କାସିତ ହେବାକୁ ଯାଉଛି। ୨୦୦୪ ମସିହା ଶେଷ ଥର ପାଇଁ ଜୁନ୍‌ ୨୨ ତାରିଖରେ ହୀରାକୁଦ ଗେଟ୍‌ ଖୋଲିଥିଲା। ତେବେ ଦ୍ବିତୀୟ ଥର ପାଇଁ ଜୁନ୍‌ରେ ହୀରାକୁଦ ଗେଟ୍‌ ଖୋଲିବାକୁ ଯାଉଛି। ହୀରାକୁଦ ବନ୍ଧ କାର୍ଯ୍ୟକାରୀ…

ବାରିପଦା ରଥଯାତ୍ରା ପାଇଁ ମିଳିଲାନି ଅନୁମତି, ମନ୍ଦିର ମଧ୍ୟରେ ଆୟୋଜିତ ହେବ ଶ୍ରୀଜୀଉଙ୍କ ନୀତିକାନ୍ତି

ବାରିପଦା: ଚଳିତ ବର୍ଷ ବାରିପଦା ଠାରେ ରଥଯାତ୍ରା ପାଇଁ ଅନୁମତି ମିଳିନି । ଏଥର ମନ୍ଦିର ମଧ୍ୟରେ ହିଁ ଅନୁଷ୍ଠିତ ହେବ ସମସ୍ତ ନିତୀକାନ୍ତି । ଏ ନେଇ ମନ୍ଦିର ସେବାୟତ ପୂରୀ ମୁକ୍ତିମଣ୍ଡପ ପଣ୍ଡିତଙ୍କ ସହ ଆଲୋଚନା ପରେ ମନ୍ଦିର ବେଢା ଭିତରେ ଆରମ୍ଭ ହୋଇଛି ନିତୀକାନ୍ତି । ମିଳିଥିବା ସୂଚନା…

ତିନି ରଥରେ ଛେରା ପହଁରା କଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ

ପୁରୀ: ତିନି ରଥରେ ଛେରା ପହଁରା କଲେ ପୁରୀର ଗଜପତି ମହାରାଜା ଦିବ୍ୟସିଂହ ଦେବ।  ତାଳଧ୍ବଜ, ଦେବଦଳନ ଓ ନନ୍ଦିଘୋଷ ତିନି ରଥରେ ପୁରୀର ଗଜପତି ମହାରାଜା ଛେରା ପହଁରା କରିଛନ୍ତି। ଯାହା ରଥଯାତ୍ରାର ଏକ ପ୍ରମୁଖ ନୀତି । ରଥଯାତ୍ରା ପାଇଁ ସୁପ୍ରିମକୋର୍ଟ ଅନୁମତି ଦେବା ପରେ ରଥ ଉପରେ ଛେରାପହଁରା…

ରାଜ୍ଯରେ ପୁଣି ୨ ଜଣଙ୍କ ଜୀବନ ନେଲା କରୋନା, ସମୁଦାୟ ମୃତକଙ୍କ ସଂଖ୍ଯା ୧୭କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ଯରେ ପୁଣି ୨ ଜଣଙ୍କ ଜୀବନ ନେଲା କରୋନା ଭାଇରସ୍। ଏହାକୁ ମିଶାଇ ରାଜ୍ଯରେ ସମୁଦାୟ ମୃତକଙ୍କ ସଂଖ୍ଯା ୧୭କୁ ବୃଦ୍ଧି  ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ମୃତକଙ୍କ ଭିତରେ ଜଣେ ୭୧ ବର୍ଷିୟ ବୃଦ୍ଧ ଅଛନ୍ତି । ଯିଏକ…

ରଥାରୁଢ଼ ୩ ଠାକୁରଙ୍କୁ ଦର୍ଶନ କଲେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ

ପୁରୀ: ପରମ୍ପରା ଅନୁସାରେ ଚାଲିଛି ମହାପ୍ରଭୁଙ୍କ ଘୋଷଯାତ୍ରା ନୀତି । ଇତିମଧ୍ୟରେ ସରିଛି ତିନି ଠାକୁରଙ୍କ ପହଣ୍ଡି ବିଜେ । ତିନି ଠାକୁରଙ୍କ ପହଣ୍ଡି ସରି ରଥାରୁଢ଼ ହୋଇସାରିଛନ୍ତି । କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡ଼ଦାଣ୍ଡ ଯିବାକୁ ବାରଣ କରାଯାଇଥିବାବେଳେ କେବଳ ନିର୍ଦ୍ଧାରିତ ସଂଖ୍ୟକ…

ରାଜ୍ୟରେ ଆଉ ୧୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗଜପତିରୁ ସର୍ବାଧିକ ୪୧ ପଜିଟିଭ

ଭୁବନେଶ୍ବର: ରାଜ୍ୟରେ ଆଉ ୧୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪୭୦ ରେ ପହଞ୍ଚିଲା । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୮ଟି ଜିଲ୍ଲାରୁ ଏହି ୧୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ…

ତିନି ରଥରେ ବିଜେ ହେଲେ ତିନି ଠାକୁର, ଗୁଣ୍ଡିଚା ଘରକୁ ଯାତ୍ରା ଲାଗି ପ୍ରସ୍ତୁତ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଚଳଚଞ୍ଚଳ ବଡ଼ଦାଣ୍ଡ। ପବିତ୍ର ରଥଯାତ୍ରା ଅବସରରେ ତିନି ଠାକୁର ବଡ଼ଦାଣ୍ଡରେ ଯାତ୍ରା କରିବେ। ବର୍ତ୍ତମାନ ତିନି ଠାକୁରଙ୍କ ପହଣ୍ଡି ସରି ରଥାରୂଢ଼ ହୋଇସାରିଛନ୍ତି । କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡ଼ଦାଣ୍ଡ ଯିବାକୁ ବାରଣ କରାଯାଇଥିବାବେଳେ କେବଳ ନିର୍ଦ୍ଧାରିତ ସଂଖ୍ୟକ ସେବାୟତଙ୍କୁ…

ସମ୍ବଲପୁର: ବିଦ୍ୟୁତ ଆଘାତରେ ପ୍ରାଣ ହରାଇଲା ଘରର ଏକ ମାତ୍ର ରୋଜଗାରିଆ ପୁଅ

ସମ୍ବଲପୁର: କୁଚିଣ୍ଡା ଉପଖଣ୍ଡ ବାମରା ବ୍ଲକ ଉଚ୍ଚକାପାଟ ପଞ୍ଚାୟତ ଟାଙ୍ଗରମୁଣ୍ଡା ଗାଁର ଜଣେ ଯୁବକ ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଘଟଣା ଅନୁସାରେ, ଟାଙ୍ଗରମୁଣ୍ଡା ଗାଁରେ ଲାଇନ ନଥିବା କାରଣରୁ, ସଂଧ୍ୟା ୬ଟା ବେଳେ ସ୍ଥାନୀୟ ଯୁବକ ମନୋରଞ୍ଜନ ସେଠ(୩୫) ନିଜ ସହିତ ନିକଟସ୍ଥ ୩…

ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍ ଚିହ୍ନଟ, ଗତକାଲି କରାଯାଇଥିଲା କୋଭିଡ-୧୯ ଟେଷ୍ଟ

ପୁରୀ: ପୁରୀର ଶ୍ରୀ ଜଗନ୍ନାଥ ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍ ଚିହ୍ନଟ । ଏ ନେଇ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ୧୧୪୩ଜଣ ସେବାୟତଙ୍କ କୋଭିଡ-୧୯ ପରୀକ୍ଷା କରାଯାଇଥିଲା । ସୁପ୍ରିମକୋର୍ଟଙ୍କ ପକ୍ଷରୁ ରଥଯାତ୍ରା ପୂର୍ବରୁ ଏଭଳି କରାଯିବାକୁ ନିର୍ଦ୍ଦେଶ…