ସାଂସଦ ପଦରୁ ବୈଜୟନ୍ତ ପଣ୍ଡାଙ୍କ ଇସ୍ତଫା ଗ୍ରହଣ କରିବାକୁ ଅନୁରୋଧ
କେନ୍ଦ୍ରାପଡ଼ା: ସାଂସଦ ପଦରୁ ବୈଜୟନ୍ତ ପଣ୍ଡାଙ୍କ ଇସ୍ତଫା ଗ୍ରହଣ କରିବା ପାଇଁ ଲୋକସଭା ବାଚସ୍ପତି ସୁମିତ୍ରା ମହାଜନଙ୍କୁ ଚିଠି ଲେଖିଲେ ବିଜେଡି ସାଂସଦୀୟ ଦଳ ନେତା ଭର୍ତ୍ତୃହରି ମହତାବ। ବୈଜୟନ୍ତ ପଣ୍ଡା ସ୍ୱେଚ୍ଛାକୃତ ଭାବେ ବିଜେଡିରୁ ଏବଂ ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି। ତେଣୁ ଭାରତୀୟ…