ଶାହାଙ୍କ ପରେ ଓଡିଶା ଆସିବେ ଜେପି ନଡ୍ଡା, ବ୍ରହ୍ମପୁରରେ ଜନସଭାକୁ କରିବେ ସମ୍ବୋଧନ
ଭୁବନେଶ୍ୱର (କେନ୍ୟୁଜ): ୨୮ରେ ଓଡ଼ିଶା ଆସିବେ ନଡ୍ଡା । ଆସନ୍ତା ୨୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଏହି ସୂଚନା ଦେଇଛନ୍ତି । ବ୍ରହ୍ମପୁରରେ ସାଧାରଣ ସଭାକୁ ସମ୍ବୋଧିତ କରିବେ । ବ୍ରହ୍ମପୁର ନିର୍ବାଚନୀ ସଭା ପରେ ନବରଙ୍ଗପୁର ଯିବେ ନଡ୍ଡା । ସେଠାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ। ଉଭୟ ପଶ୍ଚିମ ଓଡିଶା ଓ…
Read More...